ଭୁବନେଶ୍ୱର: କରୋନା ମୁକାଲିବା ପାଇଁ ସାରା ରାଜ୍ୟରେ ସ୍ୱତନ୍ତ୍ର କୋଭିଡ୍ ହସ୍ପିିଟାଲ ଉପରେ ଗୁରୁତ୍ୱ ଦେଉଛନ୍ତି ସରକାର । ପଶ୍ଟିମ ଓଡିଶାରେ କୋଭିଡ ହସ୍ପିିଟାଲର ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଓ ଫାଇଭ୍ ଟି ସଚିବ ଭିକେ ପାଣ୍ଡିଆନ୍ ।
ବଲାଙ୍ଗୀର, ବରଗଡ, ସୋନପୁର ଓ କନ୍ଧମାଳରେ ତିଆରି ହୋଇଥିବା ସ୍ୱତନ୍ତ୍ର କୋଭିଡ ହସ୍ପିିଟାଲରେ ରୋଗୀଙ୍କ ଚିକିତ୍ସା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ କଣ କଣ ବ୍ୟବସ୍ଥା କରାଯାଇଛି ସେନେଇ ତଦାରଖ କରିଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ । ଏଥିସହ ଏସବୁ ଜିଲ୍ଲାରେ ଚାଷକାମ କିପରି ଚାଲିଛି ସେନେଇ ମଧ୍ୟ ସମୀକ୍ଷା କରିଛନ୍ତି ।
BREAKING NEWS
- ବିଶ୍ୱରେ ସବୁଠୁ ଅଧିକ ଟଙ୍କା ପାଉଥିବା ପ୍ରଧାନମନ୍ତ୍ରୀ : ବଢ଼ିଲା ବାର୍ଷିକ ୧ ନିୟୁତ ଡଲାର
- ପାର୍ବଣ ଋତୁ ପୂର୍ବରୁ ସୁରକ୍ଷା ପ୍ରସ୍ତୁତି ପାଇଁ ଡିଜିପିଙ୍କ ନିର୍ଦ୍ଦେଶ;ଗୁଇନ୍ଦା ସୂଚନା ସଂଗ୍ରହ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଉପରେ ଗୁରୁତ୍ୱାରୋପ
- ଆଖୁ ଉତ୍ପାଦନ ବଢ଼ାଇବାକୁ ଆଧୁନିକ ଆଖୁ ଚାଷ ଉପରେ ଗୁରୁତ୍ୱ ବୃଦ୍ଧି କରିଛି ରାଜ୍ୟ
- “ମାଳିପୁଟ ମେଲୋଡିଜ୍” ଏହି ଦିନ ହେବ ରିଲିଜ;କୋରାପୁଟରେ ଜୀବନ ଓ ସଂଘର୍ଷର କାହାଣୀ କହିବ …
- ସ୍କୁଲ ଗେଟ୍ ନିକଟରେ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ
- ଓଡ଼ିଶାରେ ଗୁଜୁରାଟର ସ୍ୱତନ୍ତ୍ର ଡିଆରଆଇ ଟିମ; କଲରାପତରିଆ ବାଘ ଛାଲ ଜବତ,ଜଣେ ଗିରଫ
- ୨୪ ଘଣ୍ଟା ଭିତରେ ଓଡ଼ିଶାରେ ଦୁଇଟି ବ୍ୟାଙ୍କ ଲୁଟ୍: ବନ୍ଧୁକ ମୁନରେ ସୁନ୍ଦରଗଡ଼ ଓ ବାଲେଶ୍ୱରରୁ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
- କଣ୍ଟେନରରୁ ମିଳିଲା ୧ କୋଟି ଟଙ୍କାର ଗଞ୍ଜେଇ;୨ ଗିରଫ
- ରାଜପାଲ୍ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଆଶ୍ୱସ୍ତି: ଜେଲ୍ ଯିବାରୁ ବର୍ତ୍ତିଲେ, କିନ୍ତୁ ରଖିଲେ ଏହି କଡ଼ା ସର୍ତ୍ତ
- ମେଦବହୁଳତା କମାଇବା ସହ ଦିନସାରା ଶରୀରକୁ ଫୁର୍ତ୍ତି ରଖିବ ‘ବୁଲେଟପ୍ରୁଫ୍ କଫି’, ଏହି ସହଜ ଉପାୟରେ ଘରେ ବନାନ୍ତୁ

Comments are closed.