ଗଞ୍ଜାମ : ଗଞ୍ଜାମ ଜିଲ୍ଲାରେ ବିଭିନ୍ନ ବିକାଶ ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ଗସ୍ତ ଅବସରରେ ଘଟକେଶ୍ବର ବହୁମୁଖୀ ପ୍ରକଳ୍ପ, ଟାଟା ୟୁନିଟ୍, କାଳେଶ୍ବର ମନ୍ଦିର, ମା’ ତାରା ତାରିଣୀ ମନ୍ଦିର ପ୍ରମୁଖ ସ୍ଥାନ ଗସ୍ତ କରି ଉନ୍ନୟନ କାର୍ଯ୍ୟର ତଦାରଖ କରିଥିଲେ ମୁଖ୍ୟ ଶାସନ ସଚିବ । ଏଥିସହ ବ୍ରହ୍ମପୁର ସହରର ରାମଲିଙ୍ଗେଶ୍ବର ପାର୍କରେ ଆୟୋଜିତ ସଭାରେ ଯୋଗଦେଇ ଜିଲ୍ଲା ପ୍ରଶାସନ ସହ ଆଲୋଚନା କରିଥିଲେ । କାର୍ଯ୍ୟକ୍ରମରେ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର, ଜିଲ୍ଲାପାଳ, ମହାନଗର ନିଗମ କମିଶନର ପ୍ରମୁଖ ଉପସ୍ଥିତ ଥିଲେ ।
BREAKING NEWS
- OUSSSCର ପ୍ରଥମ ଅଧ୍ୟକ୍ଷ ହେଲେ ରଶ୍ମିରଞ୍ଜନ ସ୍ବାଇଁ
- Rajya Sabha Elections: ରାଜ୍ୟସଭା ନିର୍ବାଚନ ପାଇଁ ହ୍ୱିପ ଜାରି କଲା ବିଜେପି
- ‘ଓଡ଼ିଶାରେ ୨୮ଟି ଆକାଶବାଣୀ କେନ୍ଦ୍ର ଏବଂ ୨୪ ଘଣ୍ଟିଆ ଟିଭି ଚ୍ୟାନେଲ୍ ଡିଡି ଓଡ଼ିଆ କାର୍ଯ୍ୟ କରୁଛି’
- Menstrual leave:’ମହିଳାଙ୍କୁ କେହି ଚାକିରି ଦେବେ ନାହିଁ…’; ମାସିକ ଋତୁସ୍ରାବ ଛୁଟି ସମ୍ପର୍କିତ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ
- ଆଇପିଏଲ ୨୦୨୬ ସିଜନରୁ ଓହରିଲେ ହର୍ଷିତ ରାଣା
- ଆଇପିଏଲ ପାଇଁ ପିଏସଏଲ ଛାଡିଲେ ବ୍ଲେସିଙ୍ଗ ମୁଜାରବାନୀ
- ଜମି ଭାଗ ପାଇଁ ଡବଲ ମର୍ଡର; ନିଜ ବଡ଼ ଭାଇ ଓ ମା’ଙ୍କୁ ହତ୍ୟା…
- ‘ଗ୍ଲୋବାଲ ସମିଟ୍ ଅନ୍ ବ୍ଲୁ ଇକୋନୋମି ୨୦୨୬’ ଉଦଘାଟିତ; ନୀଳ ଅର୍ଥନୀତି କ୍ଷେତ୍ରରେ ସ୍ଥାୟୀ ଅଭିବୃଦ୍ଧି ପାଇଁ ଏକତ୍ରିତ…
- ଆଇସିସି ଟି୨୦ ବିଶ୍ୱକପ ୨୦୨୬: ୧୫୦୦ କୋଟିରୁ ଊର୍ଦ୍ଧ୍ୱ ଆୟ
- ପିଏମ୍ କିଷାନ ଉତ୍ସବ ଦିବସ; ଓଡିଶାର ୩୪ ଲକ୍ଷରୁ ଉର୍ଦ୍ଧ୍ୱ କୃଷକ ପାଇଲେ ୬୮୪ କୋଟି
Comments are closed.