ଭୁବନେଶ୍ୱର: ରାଜ୍ୟ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀଙ୍କୁ ମିଳିଛି ନୂଆ ନିଯୁକ୍ତି । ଓଡ଼ିଶା ରାଜ୍ୟପାଳ ଗଣେଶୀ ଲାଲ ରାଜ୍ୟ ନିର୍ବାଚନ କମିଶନର ଭାବେ ଶ୍ରୀ ପାଢୀଙ୍କ ନିଯୁକ୍ତିକୁ ବୁଧବାର ଦିନ ଅନୁମୋଦନ କରିଛନ୍ତି ।
ବୁଧବାର ସନ୍ଧ୍ୟାରେ ଶ୍ରୀ ପାଢୀ ମୁଖ୍ୟ ଶାସନ ସଚିବ ପଦରୁ ଇସ୍ତଫା ପ୍ରଦାନ କରିବାନେଇ ସମ୍ଭାବନା ରହିଛି ।
ଅଧିକ ପଢନ୍ତୁ: ଓଡ଼ିଶା ମୁଖ୍ୟ ଶାସନ ସଚିବ ପଦବୀ ଛାଡ଼ିପାରନ୍ତି ଆଦିତ୍ୟ ପାଢୀ
Comments are closed.