Latest Odisha News

BREAKING NEWS

ଶିଶୁପୁତ୍ରର ମୃତ ଦେହକୁ ଅସମ୍ମାନ

ଢେଙ୍କାନାଳ:ପାଞ୍ଚ ବର୍ଷର ଶିଶୁପୁତ୍ରର ମୃତ ଦେହକୁ ଅସମ୍ମାନ। ଢେଙ୍କାନାଳ ହସ୍ପିଟାଲରୁ ମିଳିଲାନି ମହାପ୍ରୟାଣ ଗାଡ଼ି । କାନ୍ଧରେ ପକେଇ ବୋହି ବୋହି ନେବା ବାଟରେ ଅଟକାଇଲେ ଲୋକେ। ଆଉ ବେସରକାରୀ ଶବବୁହା ଗାଡିରେ ପଠାଇଲେ ଘରକୁ। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖିବାକୁ ମିଳିଛି ।

Leave A Reply

Your email address will not be published.