ଚୀନ୍ : ବିଶ୍ୱର ସବୁଠାରୁ ଧନୀ ଦେଶ ହେଲା ଚୀନ । ଶକ୍ତିଶାଳୀ ରାଷ୍ଟ୍ରଭାବେ ପରିଚିତ ଆମେରିକା ବର୍ତ୍ତମାନ ସବୁ କ୍ଷେତ୍ରରେ ପଛରେ ପଡିବାରେ ଲାଗିଛି ।ଏଥର ଆମେରିକାକୁ ପଛରେ ପକାଇ ଦୁନିଆର ସବୁଠାର ଧନୀ ଦେଶର ଆଖ୍ୟା ଅର୍ଜନ କରିଛି ଚୀନ୍ ।ବିଗତ ୨୦ ବର୍ଷ ଭିତରେ ଚୀନର ଧନ ସମ୍ପତି ପ୍ରାୟ ୩ ଗୁଣା ବୁଦ୍ଧି ପାଇଛି । ଅନ୍ୟରାଷ୍ଟ୍ର ତୁଳନାରେ ନିଜର ସମ୍ପତ୍ତିରୁ ସବୁଠାରୁ ଅଧିକ ବଢାଇବାରେ ଚୀନ ସଫଳ । ଏକ ରିପୋର୍ଟରୁ ଜଣାଡିଛି ଯେ ଚାଇନାର ସମ୍ପତିର ଏକ ବଡ ଅଂଶ ଏବଂ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଆମେରିକା ଅଳ୍ପ କିଛି ଧନୀ ଲୋକଙ୍କ ମଧ୍ୟରେ ସୀମିତ । ମ୍ୟାନେଜମେଣ୍ଟ ଆଣ୍ଡ କମ୍ପାନୀର ରିସର୍ଚ୍ଚ ରିପୋର୍ଟ ଅନୁଯାୟୀ ଚାଇନା ଏବେ ଦୁନିଆର ସବୁଠାରୁ ଧନୀ ଦେଶର ମାନ୍ୟତା ପାଇଛି ।
BREAKING NEWS
- US Places 10 Million Dollar Bounty on Iran Leaders: ଇରାନୀ ନେତାଙ୍କ ଉପରେ ୧୦ ନିୟୁତ ଡଲାର ପୁରସ୍କାର ରଖିଲା ଆମେରିକା, ଅଛି ମୋଜତାବା ଖାମେନେଇଙ୍କ ନାଁ
- Oust CEC Over ‘discriminatory conduct’: ୧୯୩ ସାଂସଦଙ୍କ ସାଇନ୍…ପଦରୁ ହଟିବେ କି ଜ୍ଞାନେଶ କୁମାର? CECଙ୍କୁ ହଟାଇବା ପାଇଁ କ’ଣ ରହିଛି ପ୍ରକ୍ରିୟା?
- Woman Kills 2 Minor Daughters: ଦୁଇ ଶିଶୁକନ୍ୟାଙ୍କୁ କୂଅକୁ ଠେଲି ମାରିଦେଲା ମାଆ!
- US Forces Targets on Iranian Island: ଖର୍ଗ ଆଇଲାଣ୍ଡ ଉପରେ ଆମେରିକାର ଆକ୍ରମଣ, ଇରାନର ସାମରିକ ଘାଟି ନଷ୍ଟ ନେଇ ଦାବି କଲେ ଟ୍ରମ୍ପ
- PM Modi hits out at Congress: ‘ତେଲ, ଏଲପିଜି ନେଇ ଦେଶକୁ ଭ୍ରମିତ କରୁଛି କଂଗ୍ରେସ’, ଆସାମରେ ବର୍ଷିଲେ ପ୍ରଧାନମନ୍ତ୍ରୀ ମୋଦି
- ଲୋମହର୍ଷକ ଘଟଣା:ନିଜ ଜନ୍ମ କଲା ୨ ଶିଶୁ କନ୍ୟାଙ୍କୁ କୂଅରେ ପକାଇ ହତ୍ୟା କଲା ମା’
- ଏସଜେଏଫଆଇର ୫୦ତମ ବାର୍ଷିକ ସମ୍ମିଳନୀ ଉଦଘାଟିତ
- ହିଣ୍ଡାଲ୍କୋ ପକ୍ଷରୁ ଜାତୀୟ ମାନବାଧିକାର ସମ୍ମିଳନୀ ଆୟୋଜିତ; ଅଧିକାର-ଭିତ୍ତିକ ବିକାଶ ଏବଂ ନୈତିକ ଶାସନ ପରିଚାଳନା ପାଇଁ ଆହ୍ୱାନ
- ୬୨ କିଲୋରୁ ଅଧିକ ଗଞ୍ଜେଇ ସହ କାର-ବାଇକ ଜବତ, ୨ଗିରଫ
- OUSSSCର ପ୍ରଥମ ଅଧ୍ୟକ୍ଷ ହେଲେ ରଶ୍ମିରଞ୍ଜନ ସ୍ବାଇଁ
Comments are closed.