କଲମ୍ବୋ: ଭାରତର ତୀବ୍ର ବିରୋଧ ସତ୍ୱେ ଶ୍ରୀଲଙ୍କାର ହାମ୍ବାନଟୋଟା ବନ୍ଦରରେ ମଙ୍ଗଳବାର ଚୀନର ଜାସୁସୀ ଜାହାଜ ୟୁଆନ ୱାଙ୍ଗ ୫ ପଂହଚିଛି । ଏହି ସ୍ପାଏ ଶିପ ଅଗଷ୍ଟ ୨୨ ପର୍ଯ୍ୟନ୍ତ ଏଠାରେ ରହିବ । ଭାରତ ସରକାର ନେଭିଙ୍କୁ ଏଥିପ୍ରତି ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏହି ସ୍ପାଏ ଶିପ ସାଟେଲାଇଟ, ରକେଟ ଓ ଇଂଟରକଂଟିନେଟାଂଲ ବାଲିଷ୍ଟିକ ମିସାଇଲରେ ସଜ୍ଜିତ । ଏହ ବ୍ୟତୀତ ଏଥିରେ ଏପରି ଉପକରଣ ଲାଗିଛି ଯେ, ଯାହା ଭାରତର ସୁରକ୍ଷା ପ୍ରତି ବିପଦ ସୃଷ୍ଟି କରିପାରେ ବୋଲି ଆଶଙ୍କା ବ୍ୟକ୍ତ କରାଯାଇଛି । ହାମ୍ବୋନଟୋଟା ବନ୍ଦରକୁ ଚୀନ ୯୯ ବର୍ଷ ପାଇଁ ଲିଜରେ ନେଇଛି । ଚୀନ ଏହି ଜାହଜକୁ ଗବେଷଣା ପାଇଁ ବ୍ୟବହାର କରୁଥିବା ପ୍ରକାଶ କରୁଥିଲେ ମଧ୍ୟ ଏହା ମାଧ୍ୟମରେ ଅନ୍ୟ ଦେଶର ଗୁପ୍ତ ତଥ୍ୟ ମଧ୍ୟ ସଂଗ୍ରହ କରିଥାଏ । ଶ୍ରୀଲଙ୍କା ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ଭାବେ ଏ ସମ୍ପର୍କରେ ସୂଚନା ଦିଆଯାଇଛି । ଶ୍ରୀଲଙ୍କାରେ ଏହା କେବଳ ରହଣି କରିବ, କୌଣସି ପ୍ରକାରର ଗବେଷଣା କରିବ ନାହିଁ ଚୀନ ପକ୍ଷରୁ ସ୍ପଷ୍ଟ କରାଯାଇଛି ।
BREAKING NEWS
- ଆଇଟିଇଆର ରେ “ଚକ୍ରବ୍ୟୁହ” ଓ “ଜେନେସିସ” ଉଦ୍ଘାଟିତ
- ଚେନ୍ନାଇର କ୍ରମାଗତ ଦ୍ୱିତୀୟ ପରାଜୟ
- Earthquake: ଥରିଲା ଉତ୍ତର ଭାରତ;ଭୂମିକମ୍ପର କେନ୍ଦ୍ରସ୍ଥଳ…
- Terror module:ପାକ୍ ହ୍ୟାଣ୍ଡଲରଙ୍କ ସହ ଲିଙ୍କ୍ ଥିବା ‘ଆତଙ୍କବାଦୀ ମଡ୍ୟୁଲ୍’ର ୪ସଦସ୍ୟଙ୍କୁ ଗିରଫ କଲା ATS
- ମାଲଦାରେ ୭ ନ୍ୟାୟିକ ଅଧିକାରୀଙ୍କୁ ଘେରାଉ ଘଟଣା; ମାଲଦାରେ ଯାଞ୍ଚ କରୁଛି ଏନଆଇଏ ଟିମ୍
- ଜନ୍ମ କଲା ମାଆକୁ ବିଷ ଖୁଆଇ ହତ୍ୟା କଲା ପୁଅ; ଗଛରେ ବାନ୍ଧି ପିଟିଲେ ଗ୍ରାମବାସୀ
- ଅଧିନାୟକ ପଦ ହରାଇବେ କି ରାହାଣେ
- ୭୦୦ କୋଟି ଟଙ୍କାର ଅଫର ଗ୍ରହଣ କଲେନି ରାମାୟଣର ମେକର୍ସ
- ଖୁବଶୀଘ୍ର ଝାରସୁଗୁଡା ବିମାନ ବନ୍ଦରରୁ ଆରମ୍ଭ ହେବ ଏୟାର କାର୍ଗୋ ସେବା
- ୨୦୨୫-୨୬ ଆର୍ଥିକ ବର୍ଷରେ ସମୁଦାୟ ୪୪.୮୨ ମିଲିଅନ୍ ଟନ୍ ଖଣିଜ ଉତ୍ପାଦନ ରେକର୍ଡ
Comments are closed.