ବ୍ରହ୍ମପୁର: ଚିଟ୍ଫଣ୍ଡ ଠକେଇ ମାମଲାର ଶୁଣାଣି ହୋଇଛି । ସ୍ବତନ୍ତ୍ର ଚିଟ୍ଫଣ୍ଡ କୋର୍ଟ ଜଜ୍ ଦେବାଶିଷ ପଣ୍ଡା ଟଙ୍କା ଠକେଇ ମାମଲାର ଶୁଣାଣି କରିଛନ୍ତି । ଏକ କମ୍ପାନିର ଏମ୍ଡି ଓ ମ୍ୟାନେଜରଙ୍କୁ ୭ବର୍ଷ ଲେଖାଏଁ ଜେଲଦଣ୍ଡରେ ଦେଇ ଚୂଡାନ୍ତ ରାୟ ଦେଇଛନ୍ତି । ଏହାସହ ୬୯ହଜାର ଟଙ୍କା ଲେଖାଏଁ ଜରିମାନା ଦେବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ।
BREAKING NEWS
- ସେନା ମେଡାଲ୍ ବିଜେତାଙ୍କୁ ଆଜୀବନ ଟ୍ରେନ୍ ଯାତ୍ରା ମାଗଣା
- Flight Scare: ଆକାଶରେ ହଠାତ୍ ଥରିଲା ଫ୍ଲାଇଟ୍, ଭୟରେ ‘ୱାହେଗୁରୁ’ ଜପିଲେ ଶେହନାଜ ଗିଲ୍…ତା’ ପରେ କିଛି ଏମିତି ହେଲା…
- UPI vs Cash: କେଉଁଟି ଅଧିକ ଟଙ୍କା ସଞ୍ଚୟ ହୁଏ?
- ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ିଗଲେ ୨ ଛାତ୍ର
- ମକ୍କାରେ ପ୍ରଥମ ଥର ପାଇଁ ଆଲର୍ଟ ଜାରି, ଆତଙ୍କରେ ସାଉଦି ଆରବ..
- ଫେସବୁକ୍-ଇନଷ୍ଟାଗ୍ରାମରେ ଚାଲିଛି ଶିଶୁ ଯୌନ ଶୋଷଣ ବିଜ୍ଞାପନ! କେନ୍ଦ୍ର ସରକାରଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ
- Weapons in Space: ଅନ୍ତରୀକ୍ଷରେ ଆମେରିକାର ଅସ୍ତ୍ର! ରୁଷ-ଚୀନକୁ ବଡ଼ ଚେତାବନୀ, ମହାକାଶରେ ଆରମ୍ଭ ହେବ କି ନୂଆ ଯୁଦ୍ଧ?
- ଚିନ୍ତାରେ ପାକ୍ ସରକାର : ପେଟ୍ରୋଲ ପାଇଁ “ଲକ୍ ଡାଉନ୍ “ଭଳି ଆଗକୁ ବ୍ୟବସ୍ଥା
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ
- Powerful Bombs: ଆହୁରି ଭୟଙ୍କର ହୋଇପାରେ ଇରାନ ଯୁଦ୍ଧ? ଇସ୍ରାଏଲକୁ ୪୦ ହଜାର ବମ୍ ଦେବେ ଟ୍ରମ୍ପ!

Comments are closed.