ଭୁବନେଶ୍ୱର: ସିସୋର ଚିଟଫଣ୍ଡ ଦୁର୍ନୀତି ମାମଲାରେ ଶୁକ୍ରବାର ଦିନ ସିବିଆଇର ଏକ ୭ ଜଣିଆ ଟିମ୍ ପୂର୍ବତନ ମନ୍ତ୍ରୀ ତଥା ବିଜେଡି ନେତା ଦେବୀ ମିଶ୍ରଙ୍କ ୟୁନିଟ୍-୧ ସ୍ଥିତ ବାସଭବନରେ ଚଢାଉ କରିଛି।
କେନ୍ଦ୍ରୀୟ ଯାଞ୍ଚ ଏଜେନ୍ସି ଏହା ପୂର୍ବରୁ ବିଜେଡି ନେତାଙ୍କ ଦୁଇ ଘନିଷ୍ଠ ସହଯୋଗୀ ପ୍ରଫୁଲ୍ଲ ସିଂ ଏବଂ ଦିଲୀପ ମିଶ୍ରଙ୍କୁ ପଚରାଉଚରା କରିଥିଲେ।
ତେବେ ଏନେଇ ଅଧିକ ସୂଚନା ମିଳିପାରିନାହିଁ।
Comments are closed.