ଭୁବନେଶ୍ୱର: କେମିକାଲ ଫ୍ୟାକ୍ଟ୍ରିରୁ ରାସାୟନିକ ଗ୍ୟାସ ଲିକ୍। ଶୁଭମ୍ କେମିକାଲ ନାମକ ଏକ କେମିକାଲ ଫ୍ୟାକ୍ଟ୍ରିରୁ ସୋଡିୟମ ହାଇପୋକ୍ଲୋରାଇଟ୍ ଗ୍ୟାସ ଲିକ୍ ହୋଇଥିବା ସୂଚନା ମିଳିଛି। ପ୍ରାୟ ଅଧଘଣ୍ଟା ଧରି ଗ୍ୟାସ ଲିକ୍ ଚାଲିଛି । ଏହାକୁ ନେଇ ସ୍ଥାନୀୟ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ଏହାକୁ ରୋକିବା ପାଇଁ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଦମକଳର ୫ଟି ଗାଡ଼ି ଗ୍ୟାସ ଲିକ୍କୁ ଆୟତ୍ତ କରିବାକୁ ଉଦ୍ୟମ କରୁଛନ୍ତି। ଦୁଇଟି ସିଲିଣ୍ଡରକୁ ଜନବସତି ଠାରୁ ଦୂରକୁ ନିଆଯାଇଥିବା ଜଣା ପଡିଛି। ତେବେ ସୁରକ୍ଷା ଦୃଷ୍ଟିରୁ ପଟିଆ-ଇନଫୋସିସ ରାସ୍ତା ସିଲ କରାଯାଇଛି। ଘଟଣା ଉପରେ ନଜର ରଖାଯାଇଥିବା ଅଗ୍ନିଶମ ଡିଜି କହିଛନ୍ତି ।
BREAKING NEWS
- ବଜେଟ୍ ୨୦୨୬ ଉପସ୍ଥପାନ ପୂର୍ବରୁ କାର୍ତ୍ତବ୍ୟ ଭବନରେ ପହଞ୍ଚିଲେ ନିର୍ମଳା ସୀତାରମଣ
- ଶ୍ରୀମନ୍ଦିରକୁ ୧୦ ଲକ୍ଷ ଟଙ୍କା ଦାନ କଲେ ସ୍ୱର୍ଗତ IAS ସୁବାଷ ପାଣିଙ୍କ ଧର୍ମପତ୍ନୀ
- LPG Cylinder Price Hike: ବଜେଟ୍ ଦିନ ଝଟକା: ମହଙ୍ଗା ହେଲା LPG ସିଲିଣ୍ଡର
- ସାତକୋଶିଆ ଗଣ୍ଡରେ ବଢ଼ିଲା କୁମ୍ଭୀର ସଂଖ୍ୟା
- Police Encounter: ବଡ଼ବିଲରେ ବ୍ୟାଙ୍କ ଡକାୟତକୁ ପୋଲିସ ଏନକାଉଣ୍ଟର
- CM Kisan Scheme: ସିଏମ୍ କିଷାନ ହିତାଧିକାରୀଙ୍କ ପାଇଁ ବଡ଼ ସୂଚନା, ଜାରି ହେଲା ପଞ୍ଜୀକରଣ ଡେଡଲାଇନ୍
- Stock Market: ବଜେଟ୍ ଦିନ ଖୋଲା ରହିବ ଷ୍ଟକ୍ ବଜାର
- Odisha Parab 2026: ଓଡ଼ିଶା ପରବ ୨୦୨୬ ଉଦ୍ଘାଟିତ; ଆସାମରେ ଓଡ଼ିଶାର ସାଂସ୍କୃତିକ ଓ ପର୍ଯ୍ୟଟନ ବୈଭବ ପ୍ରଦର୍ଶିତ
- ଆନ୍ତର୍ଜାତୀୟ ସ୍ତରରେ ସଫଳତା ପାଇଁ ଓଡ଼ିଶାର କ୍ରୀଡ଼ାବିତ୍ଙ୍କୁ ସମ୍ମାନିତ କଲେ କ୍ରୀଡ଼ା ମନ୍ତ୍ରୀ
- ଝିଅ ବେକରେ ଛୁରୀ ଲଗେଇ କାଉନସିଲରଙ୍କ ଘରୁ ଲୁଟ୍
Comments are closed.