ତେଲେଙ୍ଗାନା : ମାଲକାନଗିରି ସୀମାନ୍ତ ତେଲେଙ୍ଗାନାରେ ସୁରକ୍ଷା କର୍ମୀଙ୍କ ମଧ୍ୟରେ ସଂଘର୍ଷ । ତେଲେଙ୍ଗାନାର ଭେଙ୍କଟପୁରମ ପୋଲିସ ଷ୍ଟେସନ ଅନ୍ତର୍ଗତ ୩୯ତମ ସିଆରପିଏଫ କ୍ୟାମ୍ପରେ ଏଭଳି ଅଭାବନୀୟ ଘଟଣା ଘଟିଛି । ମେସ୍ ଇନଚାର୍ଜ ଓ କାର୍ଯ୍ୟରତ ଏସଆଇଙ୍କ ମଧ୍ୟରେ ସଂଘର୍ଷ ହୋଇଛି । ଦୁଇ ଜଣଙ୍କ ମଧ୍ୟରେ ହୋଇଥିବା ସଂଘର୍ଷରେ ଏସଆଇ ଉମେଶ ଚନ୍ଦ୍ରଙ୍କ ଦେହାନ୍ତ ହୋଇଛି । ସେହିପରି ମେସ୍ ଇନଚାର୍ଜ ଗୁରୁତର ଭାବେ ଆହତ ହୋଇଛନ୍ତି । ଗୁରୁତର ମେସ୍ ଇନଚାର୍ଜଙ୍କୁ ନିକଟସ୍ଥ ଏଟୁରା ହସ୍ପିଟାଲରେ ଭର୍ତ୍ତି କରାଯାଇଛି । କେଉଁ କାରଣରୁ ଉଭୟଙ୍କ ମଧ୍ୟରେ ସଂଘର୍ଷ ଘଟିଲା, ତାହା ସ୍ପଷ୍ଟ ହୋଇନାହିଁ ।
BREAKING NEWS
- ଟ୍ରେନ୍ ଧକ୍କାରେ ଦନ୍ତା ହାତୀ ମୃତ
- ବାଂଲାଦେଶକୁ ଧୋକା ଦେଲା ଚୀନ୍ : ଚାଇନା ନିର୍ମିତ ଟ୍ୟାଙ୍କ ବିସ୍ଫୋରଣରେ ୨ ଯବାନ ସହିଦ
- ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀଙ୍କ ଆହ୍ୱାନ
- ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ କରାଯାଇଥିବା ରିପୋର୍ଟକୁ ଖଣ୍ଡନ କଲା ECI
- ବଙ୍ଗରେ ତେଜୁଛି ‘ଆମିଷ’ ବିବାଦ: ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ ରାଜ୍ୟ ବିଜେପି ମୁଖ୍ୟଙ୍କ ନିଶାନା, କହିଲେ-‘ବଙ୍ଗାଳୀମାନେ ମାଛ ଓ ମାଂସ ଖାଇବେ’
- Red Fort blast:NIAର ଚାର୍ଜସିଟ୍ରେ ଚାଞ୍ଚଲ୍ୟକର ଖୁଲାସା;ଲାଲକିଲ୍ଲା ବିସ୍ଫୋରଣ ମାମଲାର ଏହି ୩ଟି ଦିଗ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ…
- MMDR ଆଇନ ଓଡ଼ିଶା ସ୍ୱାର୍ଥ ବିରୋଧୀ କହି ଗର୍ଜିଲା ବିଜେଡି, ବିଜେପି କହିଲା ବିଜେଡି ଭୟ ସୃଷ୍ଟି କରୁଛି
- ରୁଟ ସୃଷ୍ଟି କଲେ ନୂଆ ଇତିହାସ: ପଛରେ ପଡ଼ିଲେ ପଣ୍ଟିଂ, ୱ
- ଭୂତଳ ଚାମ୍ବରରୁ ଚାଲିଥିଲା କଫ୍ ସିରପ କାରବାର; ୮୧୩ ବୋତଲ ଜବତ, ମହିଳା ଗିରଫ
- ଓଡ଼ିଶାର ଆର୍ଥିକ ସ୍ୱାଧୀନତା ଉପରେ କୁଠାରଘାତ: ଏମଏମଡିଆର୍ ଆଇନ ବିରୋଧରେ ରାଜଭବନରେ ଫେରାଦ ହେଲା ବିଜେଡି

Comments are closed.