ଭୁବନେଶ୍ବର: ୨୦୨୨-୨୩ ଶିକ୍ଷା ବର୍ଷରେ ନାମ ଲେଖାଇଥିବା ସ୍ନାତକ(ଯୁକ୍ତ ତିନି) ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଠପଢ଼ା ଆସନ୍ତା ୧୩ ତାରିଖରୁ ଆରମ୍ଭ ହେବ। ସେହିଭଳି ସ୍ନାତକୋତ୍ତର(ପିଜି) ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଆସନ୍ତା ୧୭ ତାରିଖରୁ ଚାଲିବ। ଏନେଇ ଶୁକ୍ରବାର ଉଚ୍ଚ ଶିକ୍ଷା ବିଭାଗର ଯୁଗ୍ମ ସଚିବ ଧିରେନ୍ଦ୍ର ନାଥ କର ସମସ୍ତ ବିଶ୍ବବିଦ୍ୟାଳୟର ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ଏବଂ ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କୁ ଚିଠି କରିଛନ୍ତି। ନୂତନ ଭାବେ ନାମ ଲେଖାଇଥିବା ଏହି ଛାତ୍ରଛାତ୍ରୀଙ୍କ ପାଇଁ ହଷ୍ଟେଲ୍ ସୁବିଧା ଉପଲବ୍ଧ କରାଇବାକୁ ଚିଠିରେ ଉଲ୍ଲେଖ ରହିଛି। ଉଚ୍ଚ ଶିକ୍ଷା ବିଭାଗ ଅଧିନରେ ଥିବା ଘରୋଇ ବିଶ୍ବବିଦ୍ୟାଳୟଗୁଡ଼ିକ ମଧ୍ୟ ଏହି ନିର୍ଦେଶକୁ ପାଳନ କରିବା ପାଇଁ ନିର୍ଦେଶ ଦିଆଯାଇଛି।
BREAKING NEWS
- ମହାରାଷ୍ଟ୍ରର ଭୟଙ୍କର ଦୁର୍ଘଟଣା, ୮ ମହିଳା ମୃତ
- ଆର୍ଟେମିସ୍-୨ ଚନ୍ଦ୍ର ମିଶନ୍ ଲଞ୍ଚ କଲା ନାସା
- Chandigarh blast:ବିଜେପି କାର୍ଯ୍ୟାଳୟ ବାହାରେ ଗ୍ରେନେଡ୍ ଆକ୍ରମଣ; କେନ୍ଦ୍ରୀୟ ଏଜେନ୍ସିର ତଦନ୍ତ ଆରମ୍ଭ
- ECoR:ପୁଣି ଦେଶର ଏକ ନମ୍ବର ରେଳ ଜୋନ୍ ହେଲା ପୂର୍ବ ତଟ ରେଳପଥ; ସର୍ବାଧିକ ୨୮୬.୩ ନିୟୁତ ଟନ୍ ପଣ୍ୟ ପରିବହନ
- Odia Pakhya:ଏପ୍ରିଲ ୪ରେ ଆୟୋଜିତ ହେବ ଖଡ଼ିଛୁଆଁ ସହ ଓଡ଼ିଆରେ ନାମ ଫଳକ ଲେଖା ଅଭିଯାନ
- ଷ୍ଟାଡିୟମ ସଫା କରି ଚର୍ଚ୍ଚାରେ ଏହି ମହାନ ଖେଳାଳି
- DGP Award: ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ମିଳିଲା ପଦକ
- Make in India: ଟେକ୍ ଟ୍ରାନ୍ସଫର ଚୁକ୍ତି ଅନୁଯାୟୀ ଇସ୍ରାଏଲ ଭାରତକୁ ଦେଲା ପ୍ରଥମ ହାଲୁକା ମେସିନ୍ ଗନ୍ ; ଜାଣନ୍ତୁ ଏହାର ବିଶେଷତ୍ୱ
- VFS Global at BSABT: ବରମୁଣ୍ଡାରେ ଖୋଲିଲା ଭିସା କେନ୍ଦ୍ର;ଆଉ ଯିବାକୁ ପଡିବନି ଅନ୍ୟ ରାଜ୍ୟକୁ…
- Odisha Day:ଉତ୍କଳମଣିଙ୍କ ଜନ୍ମପୀଠରେ ପାଳିତ ହେଲା ଓଡ଼ିଶା ଦିବସ;ପୁରୀରେ ହେବ କ୍ରୁଜ୍ ଟର୍ମିନାଲ୍ ପ୍ରତିଷ୍ଠା …
Comments are closed.