ଅନୁଗୋଳ: ଲାଞ୍ଚ ନେଇ ତାଳଚେର ଉପଖଣ୍ଡ ଡାକ୍ତରଖାନାର ବରିଷ୍ଠ କିରାଣି ନିଲମ୍ବିତ । ତାଙ୍କ ନାଁ ବିନୋଦ କୁମାର ବେହେରା । ତାଙ୍କ ନାମରେ ଚାକିରି ଦେବାକୁ କହି ୫ ହଜାର ଟଙ୍କାର ଦଲାଲି ଅଭିଯୋଗ ହୋଇଥିଲା । ଚାକିରି ନେଇ ସେ ଡିଲ କରୁଥିବାର ଏକ ଅଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା । ଏହାପରେ ତାଙ୍କୁ ଚାକିରିରୁ ସସପେଣ୍ଡ କରାଯାଇଛି ।
BREAKING NEWS
- OKCLର ବାର୍ଷିକ ଉତ୍ସବ-୨୦୨୬:“ଘରେ ଘରେ ଓଏସ-ସିଆଇଟି – ସମସ୍ତଙ୍କ ପାଇଁ କୃତ୍ରିମ ବୁଦ୍ଧିମତା”ଶପଥ ଆହ୍ୱାନ
- ଏ କି ବ୍ୟବସ୍ଥା ? ଟ୍ରାକ୍ଟରରେ ବୁହାହୋଇ ପରୀକ୍ଷା କେନ୍ଦ୍ରକୁ ଗଲେ ଦଶମ ଶ୍ରେଣୀ ଛାତ୍ର
- ଟି୨୦ ବିଶ୍ୱକପ: ସୁପର ଏଇଟର ପ୍ରଥମ ମ୍ୟାଚ ବର୍ଷା ଯୋଗୁ ବାତିଲ
- ଓଡ଼ିଶାକୁ ଚିନ୍ତା ବାଲ୍ୟ ବିବାହ, ୧୨ ଜିଲ୍ଲାରେ ଅଧିକ…
- ଅନୁଗୁଳ ଜଙ୍ଗଲରେ ପିକନିକ, ସାମାଜିକ ସମାବେଶ ମନା
- ଟି୨୦ ବିଶ୍ୱକପ: ଚୂଡାନ୍ତ ଏକାଦଶରେ ବଡ ପରିବର୍ତନ କରିବା ଲକ୍ଷ୍ୟରେ ନାହିଁ ଟିମ ଇଣ୍ଡିଆ
- Opium Cultivation: ୨୨ କୋଟିର ଅଫିମ ଗଛ ନଷ୍ଟ,୩ ମହିଳାଙ୍କ ସମେତ ୬ ଗିରଫ
- ୪୭ ବର୍ଷ ପରେ ଏକାଠି ରଜନୀକାନ୍ତ ଓ କମଲ ହାସନ, ଧମାକା କଲା ପ୍ରୋମୋ…
- ୧୦ ବର୍ଷ ପରେ ଅଷ୍ଟ୍ରେଲିଆକୁ ଟି୨୦ ସିରିଜରେ ହରାଇଲା ଭାରତ
- ଥାଇଲ୍ୟାଣ୍ଡରୁ ଉଦ୍ଧାର ହେଲେ ୪ ଓଡ଼ିଆ…
Comments are closed.