Latest Odisha News

BREAKING NEWS

ଲାଞ୍ଚ ନେଇ ତାଳଚେର ଉପଖଣ୍ଡ ଡାକ୍ତରଖାନାର ବରିଷ୍ଠ କିରାଣି ନିଲମ୍ବିତ

ଅନୁଗୋଳ: ଲାଞ୍ଚ ନେଇ ତାଳଚେର ଉପଖଣ୍ଡ ଡାକ୍ତରଖାନାର ବରିଷ୍ଠ କିରାଣି ନିଲମ୍ବିତ । ତାଙ୍କ ନାଁ ବିନୋଦ କୁମାର ବେହେରା । ତାଙ୍କ ନାମରେ ଚାକିରି ଦେବାକୁ କହି ୫ ହଜାର ଟଙ୍କାର ଦଲାଲି ‌ଅଭିଯୋଗ ହୋଇଥିଲା । ଚାକିରି ନେଇ ସେ ଡିଲ କରୁଥିବାର ଏକ ଅଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା । ଏହାପରେ ତାଙ୍କୁ ଚାକିରିରୁ ସସପେଣ୍ଡ କରାଯାଇଛି ।

Leave A Reply

Your email address will not be published.