Latest Odisha News

BREAKING NEWS

ଓଲିଉଡ ଅଭିନେତା ରବି ମିଶ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ଓଡ଼ିଆ ଚଳଚ୍ଚିତ୍ର ଦୁନିଆର ବର୍ଷୀୟାନ୍ ଅଭିନେତା ରବି ମିଶ୍ରଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରକୁ ସେ ସମବେଦନା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି ଲେଖିଛନ୍ତି, ନିଖୁଣ ଅଭିନୟ ଦ୍ୱାରା ଅନେକ ଲୋକପ୍ରିୟ ଚଳଚ୍ଚିତ୍ର ଓ ଧାରାବାହିକରେ ଛାଡ଼ି ଯାଇଥିବା ଛାପ ତାଙ୍କୁ ସର୍ବଦା ସ୍ମରଣୀୟ କରି ରଖିବ ।

Leave A Reply

Your email address will not be published.