Latest Odisha News

BREAKING NEWS

କୋଭିଡ଼ ମୁକାବିଲା ପାଇଁ ବଲାଙ୍ଗିରକୁ ୨ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ବର: କୋଭିଡ଼ ଦ୍ଵିତୀୟ ଲହରୀର ମୁକାବିଲା ପାଇଁ ବଲାଙ୍ଗିର ଜିଲ୍ଲାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ସୂଚନା ଅନୁଯାୟୀ, ଏହି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ମଞ୍ଜୁର ଲାଗି ଘୋଷଣା କରାଯାଇଛି।

ଉଲ୍ଲେଖଯୋଗ୍ୟ ଯେ କୋଭିଡ଼ର ପ୍ରଥମ ଲହରରେ ଗତ ବର୍ଷ ବିଭିନ୍ନ ପର୍ଯ୍ୟାୟରେ ବଲାଙ୍ଗିର ଜିଲ୍ଲାକୁ ମୁଖ୍ୟମନ୍ତ୍ରୀ ୧୨ କୋଟି ଟଙ୍କା ମଞ୍ଜୁର କରିଥିଲେ ।

Leave A Reply

Your email address will not be published.