ଭୁବନେଶ୍ୱର: ଆଜି ବସୁଛି ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଦିନ ସାଢ଼େ 12ଟାରେ ଏହି ବୈଠକ ବସିବ । ନବୀନ ନିବାସରୁ ଭିଡିଓ କନଫରେନ୍ସିଂରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ । ଲୋକସେବା ଭବନରୁ କ୍ୟାବିନେଟ୍ ମନ୍ତ୍ରୀ ପରଷଦ ସମେତ ପ୍ରଶାସନିକ ଅଧିକାରୀ ଯୋଗ ଦେବେ । ବୈଠକରେ ସାଧାରଣ ପ୍ରଶାସନ ପକ୍ଷରୁ କେତେକ କର୍ମଚାରୀଙ୍କ ସର୍ଭିସ ନିୟମ ସଂଶୋଧନ ସହ ବିଭିନ୍ନ ବିଭାଗର 8ଟି ଗୁରୁତ୍ୱପର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ । ରାଜ୍ୟରେ କରୋନା ଦ୍ୱିତୀୟ ଲହରି ସମୟରେ କ୍ୟାବିନେଟ ବୈଠ ବସୁଛି । ରାଜ୍ୟ କ୍ୟାବିନେଟରେ କଣ ସବୁ ନିଷ୍ପତ୍ତି ହେଉଛି ତାଉପରେ ନଜର ରହିଛି ।
BREAKING NEWS
- Budget 2026: ‘ଖେଲୋ ଇଣ୍ଡିଆ ମିଶନ’ ଭାଗ୍ୟ ବଦଳାଇବ ଦେଶର, ଏବେ ପଦକ ସହ ମିଳିବ ନିଯୁକ୍ତି
- Union Budget 2026: She-Mart ଯୋଜନା କ’ଣ? ବଜେଟ୍ ୨୦୨୬ ରେ ମହିଳାମାନଙ୍କ ପାଇଁ ବଡ଼ ଘୋଷଣା…
- ଏହା ଏକ ଯୁବଶକ୍ତି ବଜେଟ୍, ବର୍ତ୍ତମାନର ସ୍ୱପ୍ନକୁ ସାକାର କରିବ: ମୋଦି
- ଟି୨୦ ବିଶ୍ୱକପ ପୂର୍ବରୁ ଏହି ସବୁ ପ୍ରଶ୍ନର ଉତର ଖୋଜୁଛି ଟିମ ଇଣ୍ଡିଆ
- Budget 2026: ୨୦୩୦ ସୁଦ୍ଧା ଭାରତୀୟ କାଜୁ ଓ କୋକୋଆକୁ ବିଶ୍ୱର ଏକ ପ୍ରିମିୟମ୍ ବ୍ରାଣ୍ଡ୍ ଭାବେ ଗଢ଼ି ତୋଳିବା ଲକ୍ଷ୍ୟ
- ବଜେଟରେ ନାଖୁସ ଶଶି ଥରୁର: କହିଲେ, ନିର୍ବାଚନ ରାଜ୍ୟ ହେବା ସତ୍ତ୍ୱେ କେରଳକୁ କରାଗଲା ଅଣଦେଖା
- ଭାରତ ଇରାନରୁ ନୁହେଁ, ଭେନେଜୁଏଲାରୁ ତେଲ କିଣିବ: ବଡ଼ ଘୋଷଣା କଲେ ଟ୍ରମ୍ପ
- Union Budget 2026: ଓଡିଶା ଉପରେ ବଜେଟ ବର୍ଷା, ମୁଖ୍ୟମନ୍ତ୍ରୀ ଜଣାଇଲେ ଅଭିନନ୍ଦନ…
- Union Budget 2026: ଏଣିକି ଶସ୍ତା ହେବ ବିଦେଶ ଯାତ୍ରା ଓ ପାଠପଢ଼ା…
- ମଧୁମେହ ଏବଂ ଉଚ୍ଚ ରକ୍ତଚାପ ଥିବା ଲୋକଙ୍କ ହ୍ରାସ ପାଏ କି ଶ୍ରବଣ ଶକ୍ତି ?
Comments are closed.