ଭୁବନେଶ୍ୱର: ଆଜି ବସୁଛି ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଦିନ ସାଢ଼େ 12ଟାରେ ଏହି ବୈଠକ ବସିବ । ନବୀନ ନିବାସରୁ ଭିଡିଓ କନଫରେନ୍ସିଂରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ । ଲୋକସେବା ଭବନରୁ କ୍ୟାବିନେଟ୍ ମନ୍ତ୍ରୀ ପରଷଦ ସମେତ ପ୍ରଶାସନିକ ଅଧିକାରୀ ଯୋଗ ଦେବେ । ବୈଠକରେ ସାଧାରଣ ପ୍ରଶାସନ ପକ୍ଷରୁ କେତେକ କର୍ମଚାରୀଙ୍କ ସର୍ଭିସ ନିୟମ ସଂଶୋଧନ ସହ ବିଭିନ୍ନ ବିଭାଗର 8ଟି ଗୁରୁତ୍ୱପର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ । ରାଜ୍ୟରେ କରୋନା ଦ୍ୱିତୀୟ ଲହରି ସମୟରେ କ୍ୟାବିନେଟ ବୈଠ ବସୁଛି । ରାଜ୍ୟ କ୍ୟାବିନେଟରେ କଣ ସବୁ ନିଷ୍ପତ୍ତି ହେଉଛି ତାଉପରେ ନଜର ରହିଛି ।
BREAKING NEWS
- Green Card freeze: ହାତରୁ ଚାଲିଯିବ ଆମେରିକା ଚାକିରୀ? ମିଳିବନି ଗ୍ରୀନ୍ କାର୍ଡ! TCS, Infosys, Wipro କର୍ମଚାରୀଙ୍କ ଭବିଷ୍ୟତକୁ ନେଇ ବଢ଼ିଲା ଚିନ୍ତା
- IED ନିଷ୍କ୍ରିୟ ବେଳେ ବଡ଼ ଧରଣର ବିସ୍ପୋରଣ, ଚାରି ଯବାନ ଗୁରୁତର
- ଭିଜିଲାନ୍ସ ଜାଲରେ ସରକାରୀ ବାବୁ, ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
- ପଞ୍ଚଭୂତରେ ଲୀନ ହେଲେ ପ୍ରଖ୍ୟାତ ଅଭିନେତା ନାନା ପାଟେକର
- ଦଶହରାରେ ଲଘୁଚାପ ଆଶଙ୍କା: ଘଡ଼ଘଡ଼ି ସହ ବର୍ଷା ଆଶଙ୍କା, ଆଜି ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ଛାତ୍ର ସଂସଦ ନିର୍ବାଚନ କାଉଣ୍ଟଡାଉନ, ଆଜି ଦାଖଲ ହେବ ପ୍ରାର୍ଥିପତ୍ର
- ଆମେରିକାରେ ବଡ଼ କାର୍ଯ୍ୟାନୁଷ୍ଠାନ: ଇନ୍ଫୋସିସ୍, ଟିସିଏସ୍ ଓ ୱିପ୍ରୋ ସହ ୮ଟି ପ୍ରମୁଖ ଆଇଟି କମ୍ପାନୀର ଗ୍ରୀନ୍ କାର୍ଡ ପ୍ରକ୍ରିୟା ନିଲମ୍ବିତ
- Satellite Internet Rules: ଏଲନ୍ ମସ୍କଙ୍କୁ ଭାରତ ସରକାରଙ୍କ ସିଧାସଳଖ ଜବାବ, “ନିୟମ ସମସ୍ତଙ୍କ ପାଇଁ ସମାନ”
- ଜଳିଗଲା ଆମ୍ବୁଲାନ୍ସ;ରୋଗୀ ମୃତ,୨ ଗୁରୁତର
- ଅଲବିଦା ନାନା ପାଟେକର; ୩୫ ଟଙ୍କାରୁ କୋଟି କୋଟି ଟଙ୍କା ଆୟ, ଜାଣନ୍ତୁ କେତେ ସମ୍ପତ୍ତିର ମାଲିକ…

Comments are closed.