ମୟୁରଭଞ୍ଜ: ମୁଖ୍ୟମନ୍ତ୍ରୀଙ୍କ ମିଶନ ମୟୁରଭଞ୍ଜ । ବାରିପଦା ମୟୁରଭଞ୍ଜରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେଠାରେ ସହିଦ ସ୍ମୃତି ଭବନରେ ପହଞ୍ଚି ଆୟୋଜିତ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଛନ୍ତି । ଏହା ସହ ବିଭିନ୍ନ ପ୍ରକଳ୍ପର ଉଦଘାଟନ ସହ ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ମୟୁରଭଞ୍ଜବାସୀଙ୍କୁ BSKY ସ୍ମାର୍ଟ କାର୍ଡ ବଣ୍ଟନ କରାଯାଇଛି । ଏହା ଦ୍ୱାରା ଜିଲ୍ଲାର ୨୧ଲକ୍ଷ ୪୦ହଜାର ଲୋକ ଉପକୃତ ହେବେ ।
BREAKING NEWS
- ଶରଣକୁଳ ଥାନା ପୂର୍ବତନ IIC ସୁଜିତ ଦାସଙ୍କ ନାଁରେ NBW ଜାରି..
- ହସ୍ପିଟାଲରୁ ଫେରାର ବିଚାରାଧୀନ କଏଦୀ
- ପାକିସ୍ତାନ ମେଡିକାଲରେ ବଡ଼ ଅଘଟଣ !
- ପୁରୀରେ ମର୍ଡର, ପଥରରେ ଛେଚି ଯୁବକଙ୍କୁ ହତ୍ୟା
- ଆସୁଛି ଆଉ ଏକ ଲଘୁଚାପ, ଓଡ଼ିଶାରେ ପଡିପାରେ ପ୍ରଭାବ
- ଟ୍ରକକୁ ଧକ୍କା ଦେଲା ବସ୍; ୬ ମୃତ, ବହୁ ଆହତ
- ମୁମ୍ବାଇ-ଅହମ୍ମଦାବାଦ ବନ୍ଦେ ଭାରତ ଏକ୍ସପ୍ରେସକୁ ପଥର ମାଡ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
- ଆମେରିକା – କାନାଡ଼ା ବାଣିଜ୍ୟ ଯୁଦ୍ଧ : ୭୦୦ ଆମେରିକୀୟ ସାମଗ୍ରୀ ଉପରେ ଶୁଳ୍କ
- ଏଣିକି କଲେଜରେ ଛାତ୍ରଛାତ୍ରୀଙ୍କ ପାଇଁ ଲାଗୁ ହେବ ବାୟୋମେଟ୍ରିକ୍ ଉପସ୍ଥାନ, କେଉଁ ଅନୁଷ୍ଠାନରେ ଲାଗୁ ହେବ ଦେଖନ୍ତୁ ତାଲିକା
- ମଝି ସମୁଦ୍ରରେ ପଣ୍ୟବାହୀ ଜାହାଜ ବୁଡି ଯିବା ଘଟଣା: ସର୍ଚ୍ଚ ଅପରେସନରେ ସାମିଲ ହେଲା ୨ଟି ଚାଇନା ଜାହାଜ

Comments are closed.