Latest Odisha News

BREAKING NEWS

ରାତି ୮ରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ରାତି ୮ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବୋଧିତ କରିବେ । ତେବେ କେଉଁ ସମ୍ପର୍କରେ ମୁଖ୍ୟମନ୍ତ୍ରୀ କହିବେ ସେ ନେଇ କିଛି ସ୍ପଷ୍ଟ ହୋଇନାହିଁ । ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଚାରିଆଡେ ସ୍ଥିତି ଅଣାୟାତ ହୋଇଛି । ତେବେ କୋଭିଡକୁ ନେଇ ନବୀନ କିଛି ବଡ ଧରଣର ଘୋଷଣା କରିପାରନ୍ତି ବୋଲି ଆଶା କରାଯାଉଛି ।

Leave A Reply

Your email address will not be published.