Latest Odisha News

ସନ୍ଧ୍ୟାବେଳେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଉ କିଛି ସମୟ ପରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂଣ୍ଣୟ ବୈଠକ । ଏହି ବୈଠକରେ ଭର୍ଚୁଆଲ ମାଧ୍ୟମରେ ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ । ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ କ’ଣ କହିବେ । ତା’ ଉପରେ ଏବେ ସମସ୍ତଙ୍କ ନଜର ।

BjdElectrycity

ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ । ସେଥିପାଇଁ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ । ଏବେ କରୋନା ଭାରିଆଣ୍ଟ ଓମିକ୍ରନ ମାମଲା ବୃଦ୍ଧି ହେବାରେ ଲାଗିଛି । ରାଜ୍ୟରେ ମଧ୍ୟ ୨ଜଣ ଓମିକ୍ରନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ନେଇ ରାଜ୍ୟବାସୀଙ୍କୁ ସତର୍କ ପରାମର୍ଶ ଦେଇପାନ୍ତି ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.