Latest Odisha News

BREAKING NEWS

ରାଜ୍ୟବାସୀଙ୍କୁ ବିଶ୍ଵକର୍ମା ପୂଜାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ହେଉଛି ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ବାର୍ତ୍ତା ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ଲେଖିଛନ୍ତି ଯେ, “ପବିତ୍ର ବିଶ୍ଵକର୍ମା ପୂଜା ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା । ପ୍ରଭୁ ବିଶ୍ଵକର୍ମାଙ୍କ ଆର୍ଶୀବାଦରୁ ବର୍ତ୍ତମାନର କଠିନ ସମୟ ଶୀଘ୍ର ଦୂର ହେବା ସହ ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିମୟ ହେଉ”।

ସୂଚନାଯୋଗ୍ୟ କରୋନା କଟକଣା ଯୋଗୁଁ ଚଳିତ ବର୍ଷ ସମସ୍ତ ପୂଜା ପର୍ବ ଫିକା ପଡ଼ିଯାଇଛି।

Leave A Reply

Your email address will not be published.