Latest Odisha News

BREAKING NEWS

ଦୋଳ ପୂର୍ଣ୍ଣିମା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ହେଉଛି ପବିତ୍ର ଦୋଳ ପୂର୍ଣ୍ଣିମା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ବାସୀଙ୍କୁ ଦୋଳ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଛନ୍ତି ।ଏନେଇ ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ଲେଖିଛନ୍ତି ପବିତ୍ର ଦୋଳ ପୂର୍ଣ୍ଣିମା ଅବସରରେ ରାଜ୍ୟବାସୀଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ।

ପ୍ରଭୁ ଦୋଳଗୋବିନ୍ଦଙ୍କ ଅପାର କୃପା ଓ ଆଶୀର୍ବାଦ ସମସ୍ତଙ୍କ ଜୀବନରେ ସୁଖ, ସମୃଦ୍ଧି ଭରିଦେଉ।

Leave A Reply

Your email address will not be published.