Latest Odisha News

ନର୍ସମାନଙ୍କ ସହ କଥା ହୋଇ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆଜି ବିଶ୍ବ ନର୍ସିଂ ଦିବସ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ଡାକ୍ତରଖାନା ମାନଙ୍କରେ କାର୍ଯ୍ୟରତ ନର୍ସମାନଙ୍କ ସହ ଫୋନ ଯୋଗେ କଥା ହୋଇ ସେମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ନର୍ସମାନେ ନିଜର ବ୍ୟକ୍ତିଗତ ସୁଖ ଦୁଃଖକୁ ପଛରେ ପକାଇ ସେମାନେ ଯେପରି ରୋଗୀଙ୍କୁ ନିଷ୍ଠାର ସହ ସେବା ଯୋଗାଇ ଚାଲିଛନ୍ତି । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାକ ନର୍ସମାନଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି ।

Comments are closed.