ଭୁବନେଶ୍ୱର: ଓଡିଶା ଅଗ୍ନିଶମ ସେବା ବିଭାଗରେ ବିଭିନ୍ନ ପାହ୍ୟାରେ ୨୬ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏଥି ମଧ୍ୟରେ ତିନି ଗୋଟି ଷ୍ଟେସନ ଅଫିସର ପଦବୀ ଥିବା ବେଳେ ତିନି ଗୋଟି ଲିଡିଂ ଫାୟାର ମ୍ୟାନ ଓ କୋଡିଏଟି ଫାୟାର ମ୍ୟାନ ପଦବୀ ରହିଛି। ଏହି ନୂତନ ପଦବୀ ସୃଷ୍ଟି ହେବା ଫଳରେ ଅଗ୍ନିଶମ ସେବା ବିଭାଗ ଆହୁରି ଅଧିକ ଦକ୍ଷ ଭାବରେ ଲୋକଙ୍କୁ ସେବା ଯୋଗାଇ ଦେବ ବୋଲି ଆଶା କରାଯାଉଛି।
BREAKING NEWS
- ପ୍ରକାଶ ପାଇଲା ଓଟିଇଟି ରେଜଲ୍ଟ, ଜାଣନ୍ତୁ କିପରି ଜାଣିବେ ଫଳାଫଳ
- ସାର କାରଖାନାରେ ଭୟଙ୍କର ବିସ୍ଫୋରଣ: ୩ ମୃତ, ୯ ଆହତ
- ଘନ କୁହୁଡି ନେଇ ୩ ଜିଲ୍ଲାକୁ ଆଲର୍ଟ, ୫ ଦିନ ପରେ ଏହି ସବୁ ସ୍ଥାନରେ ବର୍ଷିବ
- କାହିଁକି ରାତିରେ ଶୁଅନ୍ତି ନାହିଁ ନବଜାତ ଶିଶୁ ? କାରଣ ଜାଣି ହେବେ ଆଶ୍ଚର୍ଯ୍ୟ…
- ଏହି ଦେଶର ଲୋକେ ଅଧିକ ଶୁଅନ୍ତି, ଜାଣନ୍ତୁ ଭାରତ କେଉଁ ସ୍ଥାନରେ…
- କିଏ ହେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ?
- ଆଦାନୀ ଝଡ଼: କାହିଁକି ଚୁପ୍ ସବୁ ଦଳ?
- ଧମକ ଦେବା ଅଭିଯୋଗରେ ଭବ ପ୍ରକାଶ ଦାସଙ୍କ ନାଁରେ ଏତଲା
- ରୋଲରକୁ ଧକ୍କା ଦେଲା ବସ୍, ୧୦ରୁ ଉର୍ଦ୍ଧ୍ବ ଆହତ
- ଛାଡପତ୍ର ଚର୍ଚ୍ଚା ଭିତରେ ଶେଷରେ ମୁହଁ ଖୋଲିଲେ ଅମିତାଭ ବଚ୍ଚନ, କହିଲେ….
Comments are closed.