ଭୁବନେଶ୍ୱର: ଓଡିଶା ଅଗ୍ନିଶମ ସେବା ବିଭାଗରେ ବିଭିନ୍ନ ପାହ୍ୟାରେ ୨୬ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏଥି ମଧ୍ୟରେ ତିନି ଗୋଟି ଷ୍ଟେସନ ଅଫିସର ପଦବୀ ଥିବା ବେଳେ ତିନି ଗୋଟି ଲିଡିଂ ଫାୟାର ମ୍ୟାନ ଓ କୋଡିଏଟି ଫାୟାର ମ୍ୟାନ ପଦବୀ ରହିଛି। ଏହି ନୂତନ ପଦବୀ ସୃଷ୍ଟି ହେବା ଫଳରେ ଅଗ୍ନିଶମ ସେବା ବିଭାଗ ଆହୁରି ଅଧିକ ଦକ୍ଷ ଭାବରେ ଲୋକଙ୍କୁ ସେବା ଯୋଗାଇ ଦେବ ବୋଲି ଆଶା କରାଯାଉଛି।
BREAKING NEWS
- ୭ ବର୍ଷର ନାବାଳିକାକୁ ଦୁଷ୍କର୍ମ ଘଟଣା: ଅପରାଧୀକୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ
- Swami Avimukteshwaranand: ମୌନୀ ଅମାବାସ୍ୟାରେ ପ୍ରୟାଗରାଜରେ ବିଶୃଙ୍ଖଳା, ସ୍ନାନ କରିବାକୁ ମନା କଲେ ଶଙ୍କରାଚାର୍ଯ୍ୟ ଅଭିମୁକ୍ତେଶ୍ୱରାନନ୍ଦ, ମାଡ଼ ମାରିବା ଅଭିଯୋଗ ଆଣିଲେ ଶିଷ୍ୟ…
- ଚିଲିକା ଓ ହୀରାକୁଦରେ ପକ୍ଷୀ ଗଣନା ଆରମ୍ଭ
- କିମ୍ସରେ ବର୍ଷକର ଶିଶୁର ବିରଳ ଅସ୍ତ୍ରୋପଚାର
- Republic Day 2026: ଭାରତ, ଚୀନ୍ ନା ଋଷିଆ; କେଉଁ ଦେଶର ସାମରିକ ପରେଡ୍ ଅଧିକ ସ୍ୱତନ୍ତ୍ର?
- କର୍ମଜୀବୀ ମହିଳାଙ୍କ ସୁବିଧା ପାଇଁ ଅଙ୍ଗନବାଡ଼ିରେ ଖୋଲିଲା ‘କ୍ରେଚ୍’, ବାଳାଶ୍ରମରେ ଉଦଘାଟନ ହେଲା ଆଧୁନିକ ରୋଷେଇ ଘର..
- Khamenei calls Trump Criminal: ଆମେରିକା ଉପରେ ଭଡକିଲେ ଖାମେନେଇ; କହିଲେ, “ଅପରାଧି ଟ୍ରମ୍ପ୍, ଇରାନକୁ ଗିଳିଦେବ…”
- BJP MP Residence Burgled: ଲୁଟି ନେଲେ ବିଜେପି ସାଂସଦଙ୍କ ଘର, ନେଇ ଗଲେ ୫ ଲକ୍ଷରୁ ଅଧିକ ନଗଦ ଟଙ୍କା
- ଇରାନରେ ଖାମେନେଇଙ୍କ ୩୭ ବର୍ଷର ଶାସନ ଅନ୍ତ ହେବ କି? ଡୋନାଲ୍ଡ ଟ୍ରମ୍ପ ଏହି ଘୋଷଣା କଲେ…
- UPI ନେଇ ଘାରିଲାଣି ଚିନ୍ତା, ଏବେ ଶେଷ ହେବ କି ଫ୍ରୀ ପେମେଣ୍ଟ ଯୁଗ?
Comments are closed.