Latest Odisha News

BREAKING NEWS

ପବିତ୍ର ଓଡ଼ିଆ ନବବର୍ଷ ଅବସରରେ ରାଜ୍ୟବାସୀଙ୍କୁ ମୋଦୀ ଓ ନବୀନଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ଆଜି ହେଉଛି ମହାବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି । ଓଡ଼ିଆମାନେ ଆଜିର ଏହି ପବିତ୍ର ଦିବସକୁ ନୂଆବର୍ଷ ରୂପେ ପାଳନ କରିଥାଆନ୍ତି । ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଦିନ ଓଡ଼ିଶାବାସୀଙ୍କୁ ପଣା ସଂକ୍ରାନ୍ତି ତଥା ନବବର୍ଷର ଶୁଭେଚ୍ଛା ଜ୍ଞାପନ କରିଛନ୍ତି ।

ଅନ୍ୟପଟେ କରୋନାମହାମାରୀ ଭଳି ଘଡିସନ୍ଧି ସମୟରେ ବି ଓଡିଶାବାସୀ ତଥା ସମଗ୍ର ଭାରତର ଓଡିଆଙ୍କୁ ପଣା ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ଅବସରରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।

Leave A Reply

Your email address will not be published.