Latest Odisha News

BREAKING NEWS

‘ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ’ଙ୍କ ଜୟନ୍ତୀ: ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ ଓ ମୋଦି

ଭୁବନେଶ୍ୱର: ‘ଲୌହ ମାନବ’ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ପ୍ରଧାନମନ୍ତ୍ରୀ ମୋଦି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।

ଏନେଇ ଟ୍ୱିଟ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଏନେଇ ଟ୍ୱିଟ୍ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଗତବର୍ଷ ଉନ୍ମୋଚିତ ହୋଇଥିବା୧୮୨ ମିଟର ଉଚ୍ଚତା ବିଶିଷ୍ଟ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ପ୍ରତିମୂର୍ତ୍ତି ନିକଟରେ ଆଜି ପ୍ରଧାନମନ୍ତ୍ରୀ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିବାର କାର୍ଯ୍ୟକ୍ରମ ରହିଛି । ସର୍ଦ୍ଦାର ପଟେଲଙ୍କ ଏହି ପ୍ରତିମୂର୍ତ୍ତି ଆମେରିକାର ନ୍ୟୁୟର୍କସ୍ଥିତ ‘ଷ୍ଟ୍ୟାଚୁ ଅଫ୍ ଲିବର୍ଟି’ ଠାରୁ ୨ଗୁଣ ବଡ ହେବ ।

ଏହି ବାଲୁକା କଳା ମାଧ୍ୟମରେ ସେ ସର୍ଦ୍ଦାର ପଟେଲଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଥିବାବେଳେ ତାଙ୍କ ବାଲୁକା କଳାକୁ ଦେଖିବା ପାଇଁ ପୁରୀ ବେଳାଭୂମିରେ ପର୍ଯ୍ୟଟକଙ୍କ ଭିଡ ଜମିବାରେ ଲାଗିଛି ।

Leave A Reply

Your email address will not be published.