Latest Odisha News

ଦୂତୀଙ୍କୁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ସମେତ ନବୀନଙ୍କ ଶୁଭେଚ୍ଛା

ଭୁବନେଶ୍ୱର : ଇଟାଲୀର ନାପୋଲିରେ ଅନୁଷ୍ଠିତ ୩୦ତମ ‘ୱାର୍ଲ୍ଡ ୟୁନିଭର୍ସିଟି ଗେମ୍ସ’ରେ ଓଡିଆ ଧାବିକା ଦୂତୀ ଚାନ୍ଦ ୧୦୦ମି. ଦୌଡରେ ସ୍ୱର୍ଣ୍ଣ ଜିତି ଦେଶକୁ ଗୌରବାନ୍ୱିତ କରିଛନ୍ତି । ଏହି ପରିପ୍ରେକ୍ଷୀରେ ତାଙ୍କ ନିକଟକୁ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟୁଛି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି ।

ଆହୁରି ମଧ୍ୟ ରାଷ୍ଟ୍ରପତି ରାମନାଥ କୋବିନ୍ଦ ନିଜ ଟ୍ୱିଟର ଆକାଉଣ୍ଟରେ ଦୂତୀଙ୍କୁ ପ୍ରଂଶସା କରିଛନ୍ତି ।

ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି ।

Leave A Reply

Your email address will not be published.