Latest Odisha News

BREAKING NEWS

କରୋନା ଯୋଦ୍ଧାଙ୍କ ପାଇଁ ନବୀନ ଗାଇଲେ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର: ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ଗାଇଲେ ‘ବନ୍ଦେ ଉତ୍କଳ ଜନନୀ’ । କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସ ବାହାରେ ଠିଆ ହୋଇ ବନ୍ଦେ ଉତ୍କଳ ଜନନୀ ଗାଇଛନ୍ତି । ଏହି ଅବସରରେ ତାଙ୍କ ସହ ୫ଟି ସଚିବ ଭି.କେ ପାଣ୍ଡିଆନ୍ ମଧ୍ୟ ଗୀତ ଗାଇଛନ୍ତି ।

ସେହିପରି କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇବା ପାଇଁ ସମସ୍ତେ ଏକାଠି ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ଆହ୍ୱାନକ୍ରମେ ସବୁ ବିକିନ୍ନ ରାଜନୈତିକ ଦଳର ନେତା, ମନ୍ତ୍ରୀ, ପୋଲିସ ଓ ରାଜ୍ୟବାସୀ ମଧ୍ୟ ନିଜ ନିଜ ସ୍ଥାନରେ ଠିଆ ହୋଇ ‘ବନ୍ଦେ ଉତ୍କଳ ଜନନୀ’ ଗାଇଛନ୍ତି ।

Leave A Reply

Your email address will not be published.