Latest Odisha News

BREAKING NEWS

ଅହମ୍ମଦାବାଦ ଅଗ୍ନିକାଣ୍ଡ: ଟ୍ୱିଟ୍ କରି ଦୁଃଖ ପ୍ରକାଶ କଲେ ନବୀନ

ଭୁବନେଶ୍ୱର: ଗୁଜୁରାଟର ଅହମ୍ମଦାବାଦରେ କୋଭିଡ୍ ହସପିଟାଲରେ ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍‌ରେ ନବୀନ ଲେଖିଛନ୍ତି ଯେ, ଦୁର୍ଘଟଣାରେ ସେ ଗଭୀର ଭାବେ ମର୍ମାହତ । ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ଏଭଳି ଦୁଃଖଦ ସ୍ଥିତିର ମୁକାବିଲା ପାଇଁ ଭଗବାନ ସେମାନଙ୍କୁ ସାହାସ ଦିଅନ୍ତୁ ବୋଲି ନବୀନ ଟ୍ୱିଟ କରିଛନ୍ତି । ଏଥିସହ ଅଗ୍ନିକାଣ୍ଡରେ ଆହତ ଶୀଘ୍ର ସୁସ୍ଥ ହୁଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ପ୍ରାର୍ଥନା କରିଛନ୍ତି ।

Leave A Reply

Your email address will not be published.