କଟକ: କୋଭିଡ୍ ନିୟମ ଉଲ୍ଲଂଘନ ଅଭିଯୋଗରେ କଟକରେ କୋଚିଂ ସେଣ୍ଟର ସିଲ୍ । ଅରୁଣଦୋୟ ନଗରସ୍ଥିତ ମହିନ୍ଦ୍ରା କୋଚିଂ ସେଣ୍ଟରକୁ ସିଏମସି ସିଲ କରିଛି । କ୍ଳାସ ରୁମ୍ରେ ସାମାଜିକ ଦୂରତା ଗାଇଡଲାଇନର ଉଲ୍ଲଂଘନ ନେଇ ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ ହୋଇଛି । କିଛି ଦିନ ତଳେ ସହରରେ ଆଉ ଏକ କୋଚିଂ ସେଣ୍ଟରକୁ ସିଲ୍ କରିଥିଲା ଏନଫୋର୍ସମେଣ୍ଟ ସ୍କ୍ୱାଡ୍ । ଏହାସହ କଟକ ସହରରେ ସିଏମସି ଏନଫୋର୍ସମେଣ୍ଟ ସ୍କ୍ୱାଡ ପକ୍ଷରୁ ବିଭିନ୍ନ ସ୍ଥାନରେ ଘନ ଘନ ଚଢ଼ାଉ ବି ଜାରି ରହିଛି । ଯେଉଁଠି କୋଭିଡ୍ ଗାଇଡଲାଇନର ଉଲ୍ଲଂଘନ ହୋଇଥିଲେ କାର୍ଯ୍ୟାନୁଷ୍ଠାନ ହେଉଛି । ଶିକ୍ଷାନୁଷ୍ଠାନରୁ କରୋନା ସଂକ୍ରମିତ ଚିହ୍ନଟ ପରେ ଚେକିଂକୁ କଡ଼ାକଡ଼ି କରାଯାଉଛି ।
BREAKING NEWS
- ଆହୁରି ୩ ଦିନ କଲବଲ କରିବ ଶୀତ…
- Men’s Hockey India League 2026: କଳିଙ୍ଗର କ୍ରମାଗତ ଚତୁର୍ଥ ବିଜୟ ;ପରବର୍ତ୍ତୀ ମ୍ୟାଚ ଭୁବନେଶ୍ବରରେ…
- ମିଚେଲଙ୍କ ଶତକ ଆଗରେ ଫିକା ପଡିଲା ରାହୁଲଙ୍କ ପ୍ରଦର୍ଶନ: ସିରିଜ ବରାବର କଲା ନ୍ୟୁଜିଲାଣ୍ଡ
- ଶାନ୍ତି ଓ ଅହିଂସାର ବାର୍ତ୍ତା ଦେଉଛି ଉଦୟଗିରିରେ ଆୟୋଜିତ ଅନ୍ତର୍ଜାତୀୟ ବୌଦ୍ଧ ସମ୍ମିଳନୀ; ବୌଦ୍ଧ ଧର୍ମ ପୁସ୍ତକ ଉନ୍ମୋଚିତ
- ୧୩ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ; ଜଣେ ଅଭିଯୁକ୍ତ ଗିରଫ
- ମଜଭୁତ ହେଉଛି ଭାରତୀୟ ପାସପୋର୍ଟ; ଏବେ ୫୫ ଦେଶରେ ଭିସା ଫ୍ରି ଏଣ୍ଟ୍ରି…
- ୬୪ ଚାଲର ମହାରଥୀ ବିଶ୍ୱନାଥନ କିଟରେ ଉଦଘାଟନ କଲେ ଚେସ ମହାକୁମ୍ଭ
- ଓଡ଼ିଶାରେ ବକ୍ସାଇଟ୍ ସନ୍ଧାନ ଏବଂ ଅନୁସନ୍ଧାନ; ସାଟେଲାଇଟ୍ ଆଧାରିତ ପ୍ରଯୁକ୍ତିବିଦ୍ୟା ବିକାଶ ପାଇଁ ଆଇଆଇଟି ଭୁବନେଶ୍ୱର ପୁରସ୍କୃତ
- ହ୍ରିତିକ ଅଭିନୀତ କାବିଲ ଫିଲ୍ମର ସୀକ୍ୱେଲ ନେଇ ପ୍ରଶଂସକଙ୍କୁ ଦ୍ୱନ୍ଦ୍ୱରେ ପକାଇଲେ ନିର୍ଦ୍ଦେଶକ
- Byasakabi Fakir Mohan Odia Bhasha Samman: ଡ଼. ନୃସିଂହ ଚରଣ ଷଡ଼ଙ୍ଗୀଙ୍କୁ ବ୍ୟାସକବି ଫକୀରମୋହନ ଓଡ଼ିଆ ଭାଷା ସମ୍ମାନ
Comments are closed.