କଟକ: କୋଭିଡ୍ ନିୟମ ଉଲ୍ଲଂଘନ ଅଭିଯୋଗରେ କଟକରେ କୋଚିଂ ସେଣ୍ଟର ସିଲ୍ । ଅରୁଣଦୋୟ ନଗରସ୍ଥିତ ମହିନ୍ଦ୍ରା କୋଚିଂ ସେଣ୍ଟରକୁ ସିଏମସି ସିଲ କରିଛି । କ୍ଳାସ ରୁମ୍ରେ ସାମାଜିକ ଦୂରତା ଗାଇଡଲାଇନର ଉଲ୍ଲଂଘନ ନେଇ ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ ହୋଇଛି । କିଛି ଦିନ ତଳେ ସହରରେ ଆଉ ଏକ କୋଚିଂ ସେଣ୍ଟରକୁ ସିଲ୍ କରିଥିଲା ଏନଫୋର୍ସମେଣ୍ଟ ସ୍କ୍ୱାଡ୍ । ଏହାସହ କଟକ ସହରରେ ସିଏମସି ଏନଫୋର୍ସମେଣ୍ଟ ସ୍କ୍ୱାଡ ପକ୍ଷରୁ ବିଭିନ୍ନ ସ୍ଥାନରେ ଘନ ଘନ ଚଢ଼ାଉ ବି ଜାରି ରହିଛି । ଯେଉଁଠି କୋଭିଡ୍ ଗାଇଡଲାଇନର ଉଲ୍ଲଂଘନ ହୋଇଥିଲେ କାର୍ଯ୍ୟାନୁଷ୍ଠାନ ହେଉଛି । ଶିକ୍ଷାନୁଷ୍ଠାନରୁ କରୋନା ସଂକ୍ରମିତ ଚିହ୍ନଟ ପରେ ଚେକିଂକୁ କଡ଼ାକଡ଼ି କରାଯାଉଛି ।
BREAKING NEWS
- ଜଳବାୟୁ ପରିବର୍ତ୍ତନର ଭୟଙ୍କର ପ୍ରଭାବ: ତରଳୁଛି ହିମାଳୟର ଗ୍ଲେସିୟର, ବିପଦରେ ଭାରତର ୨୦ ପ୍ରତିଶତ ଜିଡିପି
- ଘୂର୍ଣ୍ଣିବଳୟ ସକ୍ରିୟ; ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା
- ବେକାରୀ ହାର ନେଇ ନୂଆ ସର୍ଭେ ରିପୋର୍ଟ: ସହର ତୁଳନାରେ ଗ୍ରାମାଞ୍ଚଳରେ ସୃଷ୍ଟି ହେଲା ଅଧିକ ନିଯୁକ୍ତି ସୁଯୋଗ
- ଭଦ୍ରକରେ ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ; କୁକୁଡ଼ା ଦୋକାନୀ ମୃତ, ଜଣେ ଗୁରୁତର
- ଋଷ ସହ ବେପାର କଲେ ଭାରତ ସମେତ ୫ ଦେଶ ଗଣିବେ ୧୦୦ ପ୍ରତିଶତ ଟିକସ
- ଅକ୍ଟୋବର ୧୫ରୁ ବଦଳିବ ୟୁପିଆଇ ନିୟମ: ଜାଣନ୍ତୁ ନୂଆ ଏମଡିଆର୍ ଚାର୍ଜ କାହା ଉପରେ ଲାଗୁ ହେବ?
- ୫ ଓରାଙ୍ଗଉଟାନ୍ ଛୁଆ ଉଦ୍ଧାର ମାମଲା: କେଉଁଠି ଲୁଚିଛନ୍ତି ଅଭିଯୁକ୍ତ? ବାଂଲାଦେଶ କିମ୍ବା ନେପାଳ ଖସିଯିବା ନେଇ ସନ୍ଦେହ
- ଇମ୍ରାନ ଜେଲରେ ମରିଯିବେ; ମୁକ୍ତ କରିବାକୁ ଅନୁରୋଧ କଲେ ୭ ପୂର୍ବତନ ଅଷ୍ଟ୍ରେଲୀୟ ଅଧିନାୟକ
- ମଣିପୁରରେ ପୁଣି ହିଂସା: ଆଖିବୁଜା ଗୁଳିମାଡ଼ରେ ଦୁଇ ମହିଳାଙ୍କ ମୃତ୍ୟୁ, ଜଳିଗଲା ଏକାଧିକ ଫାର୍ମହାଉସ୍
- ସାଉଦି ଆରବକୁ ପାକିସ୍ତାନର ଧୋକା ! : ପାକିସ୍ତାନର ମନା ପରେ ଇସ୍ରାଏଲର ସହାୟତା ଲୋଡ଼ିଲା ସାଉଦି ଆରବ

Comments are closed.