ଅନୁଗୁଳ :କୋଇଲା ଟ୍ରେନରେ ନିଆଁ । ଅନୁଗୁଳ ଷ୍ଟେସନରେ ଠିଆ ହୋଇଥିବା ଏକ କୋଇଲା ବୋଝେଇ ଟ୍ରେନରେ ନିଆଁ ଲାଗି ଯାଇଛି ।ଗୁରୁବାର ଅପରାହ୍ନ ପ୍ରାୟ ସାଢେ ଗୋଟାଏ ବେଳେ ହଠାତ୍ ଟ୍ରେନରେ ନିଆଁ ଲାଗି ଯାଇଥିଲା । ଖବର ପାଇଁ ଅନୁଗୁଳ ଅଗ୍ନିଶମ କର୍ମଚାରୀ ଆସି ନିଆଁକୁ ଆୟତ୍ତ କରିଥିଲେ । ଉତ୍ତାପ କାରଣରୁ ନିଆଁ ଲାଗିଥାଇ ପାରେ ବୋଲି ଅନୁମାନ କରାଯାଉଛି । ଟ୍ରେନଟି ତାଳଚେରରୁ କୋଇଲା ନେଇ ନାଲକୋ ଆସୁଥିଲା ବୋଲି ସୂଚନା ମିଳିଛି ।
BREAKING NEWS
- ହୋଟେଲ ଭିତରେ କରୁଥିଲେ କାମ,ପଶି ଆସିଲା ଟ୍ରକ;ଚାଲିଗଲା ୨ଜଣଙ୍କ ଜୀବନ
- ଆକଳନଠାରୁ କମ୍ ବିଡିଂ ମେମୋର ପୁନଃବିଚାର ପାଇଁ ଦାବି
- ଋଷ ତୈଳ ଟ୍ୟାଙ୍କରକୁ କବଜା କଲା ଆମେରିକା!
- ଚାଲାଣ ଥିଲେ ପଲ୍ୟୁସନ ସାର୍ଟିଫିକେଟ ନ ମିଳିବା ନିଷ୍ପତ୍ତି ସମ୍ପୂର୍ଣ୍ଣ ବେଆଇନ;ବିଜୁ ଯୁବ ଛାତ୍ର ଜନତା ଦଳର ଆନ୍ଦୋଳନ ଡାକରା
- ଧୂରନ୍ଧର ଅକ୍ଷୟ ଖାଆନ୍ତି ନାହିଁ ଜଳଖିଆ
- ବେକରେ ବିରଳ ସାପ ଧରି ବୁଲୁଥିଲେ ଯୁବକ, ଖାଇଲେ ଚୋଟ
- ଜାନୁଆରୀ ୯ରୁ ଭୁବନେଶ୍ୱରରେ ବାର୍ଷିକ ପୁଷ୍ପ ପ୍ରଦର୍ଶନୀ
- ବିଦେଶୀ ଶିକ୍ଷାର୍ଥୀଙ୍କୁ ଆକୃଷ୍ଟ କରିବାରେ କିଟ୍ ଦେଶର ୫ମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ
- Scbରେ ଅଘଟଣ; ସିଲିଂ ଖସି ରୋଗୀ ଆହତ
- paddy collection: କାଲିଠୁ ସ୍ବାଭାବିକ ହେବ ମଣ୍ଡିରୁ ଧାନ ଉଠାଣ; ସର୍ତ୍ତମୂଳକ ଭାବେ ଆନ୍ଦୋଳନରୁ ଓହରିଲା ମିଲର୍ସ ସଂଘ
Comments are closed.