ଭୁବନେଶ୍ୱର: ୨୧ଦିନିଆ ଲକ ଡାଉନ ଚାଲିଥିବା ବେଳେ ମଙ୍ଗଳବାର ରାଜ୍ୟ ବିଧାନସଭା ପରିସରରୁ ଏକ ନାଗସାପକୁ ଉଦ୍ଧାର କରାଯାଇଛି । ସନ୍ଧ୍ୟାରେ ସାପଟିକୁ ବିଧାନସଭା ପରିସରରେ ଦେଖି ସୁରକ୍ଷାକର୍ମୀଙ୍କ ପକ୍ଷରୁ ସ୍ନେକ ହେଲପ ଲାଇନକୁ ସଦସ୍ୟଙ୍କୁ ଖବର ଦିଆଯାଇଥିଲା । ସ୍ନେକ ହେଲପ ଲାଇନ ପକ୍ଷରୁ ଶୁଭେନ୍ଦୁ ମଲ୍ଲିକ ଓ ତାଙ୍କ ଟିମ୍ ଆସି ପ୍ରାୟ ସାଢେ ଚାରି ଫୁଟ ଲମ୍ବର ସାପଟିକୁ କାବୁ କରିଥିଲେ । ପରେ ସାପଟିକୁ ସହର ବାହାରେ ଜଙ୍ଗଲରେ ଛଡାଯାଇଥିବା ଜଣାପଡିଛି ।
BREAKING NEWS
- ଇରାନ ବିରୋଧରେ ଏକତ୍ର ହେବେ ଇସଲାମିକ ଦେଶ
- ବ୍ୟାଟେଲ ଅଫ ଗଲୱାନ ପରେ ବଦଳିବ ଏହି ଫିଲ୍ମର ନାମ
- ଖୁବ ଶୀଘ୍ର ରୋମାଂଟିକ ଫିଲ୍ମ କରିବେ ଶାହାରୁଖ
- Opposition Stages Symbolic Procession: ବିଧାନସଭାରେ କାହାର ଉଠିଲା ‘କୋକେଇ’?, ‘ରାମ ନାମ ସତ୍ୟ ହେ’ ଧ୍ୱନିରେ ପ୍ରକମ୍ପିତ ହେଲା ପରିସର
- Jag Laadki Tanker Reaches Gujarat: ଚାଲିଛି ଯୁଦ୍ଧ, ଭାରତରେ ପହଞ୍ଚୁଛି ଜାହାଜ ପରେ ଜାହାଜ
- ସୁଦର୍ଶନ ପଟ୍ଟନାୟକ ହେଲେ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ୍ ଆମ୍ଵାସଡର
- ରଣକ୍ଷେତ୍ର ପାଲଟିଲା ବିଜେବି କଲେଜ ହଷ୍ଟେଲ, ଘଣ୍ଟାଏ ଧରି ପଥର ମାଡ଼
- ଆଗମୀ ୩ ଘଣ୍ଟା ପାଇଁ କାଳବୈଶୀ ସତର୍କତା, ଏହି ସବୁ ଜିଲ୍ଲାକୁ ଝଡ଼ବର୍ଷା ଆଲର୍ଟ
- Jagannath Temple: ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
- ରାଜ୍ୟରେ ଅସ୍ୱାଭାବିକ ଭାବେ ବୃଦ୍ଧି ପାଉଛି ତାପମାତ୍ରା, ହିଟ୍ୱେଭ୍ SOP ଜାରି
Comments are closed.