ବ୍ରହ୍ମପୁର: ବ୍ରହ୍ମପୁର ଉପଜିଲାପାଳଙ୍କ ବାସଭବନ ପରିସରରୁ ଏକ ୫ ଫୁଟର ନାଗ ସାପକୁ ଉଦ୍ଧାର କରିଛି ସ୍ନେକ ହେଲ୍ପ ଲାଇନ। ସୂଚନା ମୂତାବକ ଗୁରୁବାର ଉପଜିଲାପାଳଙ୍କ ବାସଭବନ ପରିସରରେ ଏକ ବିରାଟକାୟ ସାପ ବୁଲୁଥିବାର କର୍ମଚାରୀମାନେ ଦେଖିଥିଲେ। ଏହାପରେ ସେମାନେ ସ୍ନେକ ହେଲ୍ପ ଲାଇନକୁ ଯୋଗାଯୋଗ କରିଥିଲେ। ଖବର ପାଇ ସ୍ୱେକ ହେଲ୍ପ ଲାଇ ସଦସ୍ୟ ସ୍ୱାଧିନ କୁମାର ସାହୁ ପହଞ୍ଚି କୌଶଳକ୍ରମେ ୫ ଫୁଟର ନାଗ ସାପଟିକୁ ଉଦ୍ଧାର କରିଥିଲେ। ଏହାପରେ ବନ ବିଭାଗର ନିର୍ଦ୍ଦେଶକ୍ରମେ ସାପଟିକୁ ସଂରକ୍ଷିତ ଜଙ୍ଗଳରେ ଛଡା ଯାଇଥିବା ସ୍ନେକ ହେଲ୍ପ ଲାଇନ ସଦସ୍ୟ କହିଛନ୍ତି।
BREAKING NEWS
- Putin Praises Modi: ମୋଦୀଙ୍କୁ ଭୂରି ଭୂରି ପ୍ରଶଂସା କଲେ ବନ୍ଧୁ ପୁଟିନ୍, କହିଲେ, ‘ତାଙ୍କ ପାଖରେ ଭଲ ଭଲ ବିଚାର ଅଛି’
- Viral Video: ଫେମସ୍ ହେବା ପାଇଁ ଜୀବନକୁ ବାଜି! ରେଳ ଇଞ୍ଜିନ୍ରେ ଶାଢ଼ି ବାନ୍ଧି ଡ୍ୟାନ୍ସ କଲେ ମହିଳା, ତାତିଲେ ୟୁଜର୍ସ
- ଦୁଇ ଟଙ୍କା ବଢ଼ିଲା ଓମଫେଡ୍ କ୍ଷୀର ଦର, ଏହି ଦିନରୁ ଲାଗୁ ହେବ ବର୍ଦ୍ଧିତ ଦର..
- ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାକ୍ଷାତ କଲେ ଓଡ଼ିଶା ରାଜ୍ୟପାଳ ଡ଼.ହରି ବାବୁ କମ୍ଭମପାଟି
- ରାଜଘାଟରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ ମୋଦି, ଲାଲ ବାହାଦୁର ଶାସ୍ତ୍ରୀଙ୍କୁ ମନେ ପକାଇଲେ
- ନୂଆଦିଲ୍ଲୀରେ ଲାଗୁ ହେଲା BNSSର ଧାରା ୧୬୩
- ସୁନ୍ଦରପନ୍ଦା ବୋମା ବିସ୍ଫୋରଣ ମାମଲା, ୨ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା NIA
- ଏସୀୟ କ୍ରୀଡ଼ା: ୭୫ ବର୍ଷରେ ପ୍ରଥମ ଥର ପାଇଁ ଭାରତୀୟ ମହିଳା ରିକର୍ଭ ଟିମ୍ ଜିତିଲା ସ୍ୱର୍ଣ୍ଣ ପଦକ
- ଦଶହରାରେ ପୁଣି ବାତ୍ୟା ଭୟ! ଆସୁଛି ଆଉ ଏକ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା
- ଶ୍ରୀ ଜଗନ୍ନାଥଙ୍କ ଖାତାକୁ ଫେରିବ ମହାପ୍ରଭୁଙ୍କ ଅମୃତ ମଣୋହି ଜମି: ଓଡ଼ିଶା ରାଜସ୍ୱ ପର୍ଷଦ

Comments are closed.