ବ୍ୟାଙ୍କକ:ଦକ୍ଷିଣ ଥାଇଲାଣ୍ଡରେ ସ୍ଥାନୀୟ ବାସିନ୍ଦାମାନେ ମାଙ୍କଡଙ୍କୁ ବ୍ୟବହାର କରି ଗଛରୁ ନଡିଆ ତୋଳିଥାନ୍ତି । ଏ ନେଇ ପୂର୍ବରୁ ବାରମ୍ବାର ଅଭିଯୋଗ ଆସୁଥିଲେ ମଧ୍ୟ ସେଠାକାର ଲୋକେ ଏହାକୁ ଗୁରୁତ୍ୱ ଦେଉ ନ ଥିଲେ । ଏବେ ପିପୁଲ୍ସ ଫର ଏଥିକାଲ ଟ୍ରିଟମେଂଟ ଅଫ ଆନିମଲ୍ସ (ପେଟା) ଏ ନେଇ ଏକ ଦୁଃଖଦ ରିପୋର୍ଟ ପ୍ରକାଶ କରିଥିଲା । ଏଥିରେ ମାଙ୍କଡମାନେ କିପରି ଯନ୍ତ୍ରଣା ପାଉଛନ୍ତି ତାହା ତଥ୍ୟ ସହ ଉପସ୍ଥାପନ କରାଯାଇଥିଲା ।
ରିପାର୍ଟ ପ୍ରକାଶ ପାଇବା ବ୍ରିଟେନରେ ଏଥିନେଇ ତୀବ୍ର ବିରୋଧଭାଷ ସୃଷ୍ଟି ହେଲା । ରବିବାରଠାରୁ ସୁପରମାର୍କେଟ ଗୁଡିକାରେ ଥାଇଲାଣ୍ଡରୁ ଆସୁଥିବା ନଡିଆ ଉତ୍ପାଦ ଉପରେ କଟକଣା ଲଗାଯାଇଛି । ବ୍ରିଟିଶ ବ୍ୟବସାୟୀଙ୍କ ଏହି ପଦକ୍ଷେପକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଉଛି । ତେବେ ଥାଇଲାଣ୍ଡର ଏହି ସୁବିଧାବାଦୀ ଲୋକମାନେ ସୁଧୁରୁଛନ୍ତି କି ନାହିଁ ତାହା ଦେଖିବା କଥା ।
BREAKING NEWS
- ଡ୍ୟୁଟି ବେଳେ ହୋମଗାର୍ଡଙ୍କ ମୃତ୍ୟୁ
- ISRO ଉତ୍କ୍ଷେପଣ କଲା PSLV-C62 ରକେଟ୍ ‘ଅନ୍ୱେଷା’
- Rourkela Plane Crash: ବିମାନ ଦୁର୍ଘଟଣାସ୍ଥଳ ଅନୁଧ୍ୟାନ କଲେ ପରିବହନ ମନ୍ତ୍ରୀ, କହିଲେ ଭଗବାନ ଆମକୁ ରକ୍ଷା କରିଦେଲେ…
- ନିଜକୁ ‘ଭେନେଜୁଏଲାର କାର୍ଯ୍ୟକାରୀ ରାଷ୍ଟ୍ରପତି’ କହିଲେ ଡୋନାଲ୍ଡ ଟ୍ରମ୍ପ, ନିଜ ପୋଷ୍ଟରେ କଲେ ଦାବି…
- Weather Update: ୧୩ ଓ ୧୪ରେ ତଳମୁହାଁ ହେବ ପାରଦ, ଓଡ଼ିଶାକୁ ପୁଣି ଥରାଇବ ଶୀତ
- Suspicious Drones: ଏଲଓସିରେ ଦେଖାଗଲା ପାକିସ୍ତାନୀ ଡ୍ରୋନ୍, ହାଇଆଲର୍ଟରେ ସୁରକ୍ଷା ବାହିନୀ
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
Comments are closed.