ଭବାନୀପାଟଣା : କେସିଙ୍ଗା ବ୍ଲକ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ୬୭ ଜଣ ଅଭିଯୋଗପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ୫୪ଟି ବ୍ୟକ୍ତିଗତ ସମସ୍ୟା ଥିବା ବେଳେ ୧୩ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ଜିଲାପାଳ ଅଭିଯୋଗ ଶୁଣିବା ପରେ ତୁରନ୍ତ ସମାଧାନ ମଧ୍ୟ କରିଥିଲେ । ଏହି ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ସୁଶାନ୍ତ କୁମାର ପଟେଲ, ଉପ ଜିଲ୍ଲାପାଳ ଡ ବିଶ୍ୱଜିତ୍ ଦାସ, ବ୍ଲକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତି, ଉପାଧ୍ୟକ୍ଷ ରାଜଲକ୍ଷ୍ମୀ ପଟ୍ଟନାୟକଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।
BREAKING NEWS
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
- Rourkela Plane Crash: ରାଉରକେଲା ବିମାନ ଦୁର୍ଘଟଣା; ସ୍ଥାନୀୟ ଜନସାଧାରଣଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
- ଟି୨୦ ବିଶ୍ୱକପ: ଚର୍ଚ୍ଚାରେ ଅକ୍ଷର ପଟେଲଙ୍କ ବୟାନ
Comments are closed.