Latest Odisha News

BREAKING NEWS

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗୋଟିଏ ପରିବାରର ୪ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ବୁଧବାର ବିଳମ୍ବିତ ରାତିରେ ଭୁବନେଶ୍ୱରସ୍ଥିତ ନାଲକୋ ଛକ ନିକଟରେ ୨ ଟି କାର୍‌ ମୁହାଁମୁହିଁ ଧକ୍କା ହୋଇଛି । ଏଥିରେ  ଗୋଟିଏ ପରିବାରର ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ସୂଚନା ମିଳିଛି ।

ମୃତକ ମାନେ ସମସ୍ତେ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି।ମୃତକଙ୍କ ମଧ୍ୟରେ ଜଣେ ମହିଳା ଅଛନ୍ତି। ଦୁର୍ଘଟଣାରେ ଅନ୍ୟ ୨ ଜଣ ଗୁରୁତର ଆହତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।

ଖବର ପାଇ ପୁଲିସ୍‌ ଦୁର୍ଘଟଣା ଗ୍ରସ୍ତ କାର୍‌ ଓ ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.