ଭୁବନେଶ୍ୱର: ଆକ୍ସନ ମୁଡରେ କମିଶରେଟ ପୋଲିସ । ରାଜଧାନୀର ବିଭିନ୍ନ ବାରରେ ରାତି ଅଧିଆ ରେଡ୍ । ଗତକାଲି ରାତିରେ ଅଚାନକ ଚଢ଼ାଉ କରିଛି କମିଶନରେଟ ପୋଲିସ । କୋଭିଡ୍ ନିୟମ ଉଲ୍ଲଂଘନ ଅଭିଯୋଗରେ ୪ଟି ବାରକୁ ସିଲ୍ କରାଯାଇଛି । କଟକ ରୋଡରେ ଥିବା ସ୍ୱାଗତ ଓ ମହାନ୍ତି ବାର ଏବଂ ଖାରବେଳନଗର ଥାନା ଅଞ୍ଚଳରେ ଥିବା ଅଜିତ୍ ଓ ମେଡବୁଲ ପବକୁ ସିଲ କରାଯାଇଛି ।
ସିଲ ହୋଇଥିବା ବାର ଏବଂ ର ଗ୍ରାହକଙ୍କଠାରୁ ୩୨ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି । ବାରରେ ମଦ ବିକ୍ରି ପାଇଁ ଅନୁମତି ଥିଲା । କିନ୍ତୁ ଗ୍ରାହକଙ୍କୁ ବସାଇ ମଦ ପରିବେଷଣ କରାଯାଉଥିଲା । ଗତକାଲି ଖାରବେଳନଗର, ଲକ୍ଷ୍ମୀସାଗର, ଚନ୍ଦ୍ରଶେଖରପୁର, ଖଣ୍ଡଗିରି, କ୍ୟାପିଟାଲ, ସହିଦନଗର ଓ ଇନଫୋସିଟି ଥାନା ଅଞ୍ଚଳରେ ଥିବା ୨୦ରୁ ଅଧିକ ବାରରେ ଚଢଉ ହୋଇଥିବା ଜଣାପଡିଛି ।
BREAKING NEWS
- Serious allegations against SCB Medical:ମେଡିକାଲ ବିରୋଧରେ ସାଂଘାତିକ ଅଭିଯୋଗ;ମାନସିକ ରୋଗୀଙ୍କୁ ପିଟିପିଟି ହତ୍ୟା !
- Mangaluru Blast at MRPL: ରିଫାଇନାରୀ ଅଘଟଣରେ ଜଣେ ମୃତ, ୯ ଆହତ
- Jail or Hotel ? ଜନ ଆସନ୍ତୋଷ ପରେ ବୁଲିଲା ବୁଲଡୋଜର
- ନିର୍ବାଚନରେ ପୁଣି ବ୍ୟାଲଟ୍ ପେପର ଫେରାଇ ଆଣିବାକୁ ଇଣ୍ଡିଆ ମେଣ୍ଟ ବୈଠକରେ ଖର୍ଗେଙ୍କ ଦାବି
- ସୁସ୍ଥ ହେଉଛନ୍ତି ଓରାଙ୍ଗଉଟାନ୍, ସୁହାଉଛି ଓଡ଼ିଶା ଜଳବାୟୁ
- ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ
- ରୁଷରେ ଫସିଯାଇଛନ୍ତି ତେଲେଙ୍ଗାନାର ଚାରି ଯୁବକ; ଚାକିରି ନାଁରେ ସେନାରେ ଜବରଦସ୍ତି ଭର୍ତ୍ତି କରାଇଦେବା ଅଭିଯୋଗ
- ଖରାପ କୋଲେଷ୍ଟେରଲ୍ ବ୍ୟତୀତ ଏହି ୬କାରଣ ହାର୍ଟ ପାାଇଁ ବିପଦ
- J&K Encounter: ପହଲଗାମ୍ ମାଷ୍ଟରମାଇଣ୍ଡ ହାଶିମ ମୂସା ନିପାତ
- ମଝି ଆକାଶରେ ପାଇଲଟକୁ ଛୁରାମାଡ଼, ଅଳ୍ପକେ ବର୍ତ୍ତିଲେ ୧୮୦ ଯାତ୍ରୀ

Comments are closed.