ଭୁବନେଶ୍ବର : ରାଜ୍ୟରେ ବୃଦ୍ଧି ପାଉଥିବାରୁ ମହାମାରୀ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ତତ୍ପର ହୋଇଛନ୍ତି ସରକାର । ଖାସକରି ଶିଶୁଙ୍କ କ୍ଷେତ୍ରରେ ସଂକ୍ରମଣ ବୃଦ୍ଧି ପାଉଥିବାରୁ ସଜାଗ ହୋଇଚନ୍ତି ସରକାର । କୋଭିଡ ଆକ୍ରାନ୍ତ ଶିଶୁଙ୍କୁ ପର୍ଯ୍ୟବେକ୍ଷଣ ଲାଗି ଗଠନ ହୋଇଛି ସ୍ବତନ୍ତ୍ର କମିଟି । ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏହି କମିଟି ଗଠନ କରିଛି । ଡିଏମଇଟିଙ୍କ ଅଧ୍ୟକ୍ଷତାରେ ୮ ଜଣିଆ କମିଟି ଗଠନ ହୋଇଛି । ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ କମିଟିର ଆବାହକ ସଦସ୍ୟ ଅଛନ୍ତି । ଶିଶୁଙ୍କ କ୍ଷେତ୍ରରେ କରୋନା ସଂକ୍ରମଣ ବଢୁଥିବାରୁ ତର୍ଜମା କରିବ ଏହି ସ୍ବତନ୍ତ୍ର କମିଟି । ତର୍ଜମା କରିବା ପରେ ରାଜ୍ୟ ସରକାରଙ୍କୁ ରିପୋର୍ଟ ପ୍ରଦାନ କରିବ କମିଟି ।
BREAKING NEWS
- ହିଣ୍ଡାଲ୍କୋର ମୀନାକ୍ଷୀ କୋଇଲା ଖଣି ପାଇଁ ଜନଶୁଣାଣି; ମିଳିଲା ପ୍ରବଳ ଜନ ସମର୍ଥନ
- ବୁଡ଼ିଲା ପୋଲ..ମାଲକାନଗିରି -କାଲିମେଳା ଯୋଗାଯୋଗ ବିଚ୍ଛିନ୍ନ;ଏପଟେ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ
- ଆସୁଛି ପାର୍ବଣ ଋତୁ… ବିଦ୍ୟୁତ ସୁରକ୍ଷା ନେଇ ସତର୍କତାମୂଳକ ନିର୍ଦ୍ଦେଶାବଳୀ ଜାରି କଲା ଟିପିଏସ୍ଓଡିଏଲ୍
- ଗୋଡ଼ ବାରମ୍ବାର ଝିମ୍ଝିମ୍ ହେଉଛି କି? ପିମ୍ପୁଡ଼ି ଚାଲିଲା ଭଳି ଲାଗୁଥିଲେ ଜାଣନ୍ତୁ ପ୍ରକୃତ କାରଣ ଓ ଘରୋଇ ଉପଚାର
- ଅଣ୍ଡା ଚୋପା ଛଡ଼ାଇବାରେ ହେଉଛି କି ଅସୁବିଧା? ପାଣିରେ ମିଶାନ୍ତୁ ଏହି ଗୋଟିଏ ଜିନିଷ, ସହଜରେ ବାହାରି ଆସିବ ଚୋପା
- ରିଲ୍ସ କରି ବନ୍ଧା ହେଲେ ୮ ଜଣ; ହାତରେ ଛୁରି ଧରି ଭିଡ଼ିଓ…
- ବିଶ୍ୱ ବାଣିଜ୍ୟ ପାଇଁ ସମୁଦ୍ର ପଥର ସୁରକ୍ଷା ଜରୁରୀ: ବ୍ରିକ୍ସ ମଞ୍ଚରୁ ଆମେରିକା ଓ ଇରାନକୁ ମୋଦିଙ୍କ ପରୋକ୍ଷ ବାର୍ତ୍ତା
- ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ମୁଖ୍ୟମନ୍ତ୍ରୀଙ୍କୁ ସୁରକ୍ଷା ମାଗିଲେ ତେଲକୋଇ ବିଧାୟକ ଫକୀର ମୋହନ ନାଏକ
- ରାଜସ୍ୱ ପର୍ଷଦର ନୂଆ ୱେବସାଇଟ୍ ଲୋକାର୍ପିତ: ମାମଲା ଫଇସଲା ହେବ ତ୍ୱରିତ ଓ ସ୍ୱଚ୍ଛ
- ବନ୍ଦେ ମାତରମ୍ ବିବାଦ:କଂଗ୍ରେସ ଉପରେ ବର୍ଷିଲେ ଓମାର ଅବଦୁଲ୍ଲା

Comments are closed.