ନୂଆଦିଳ୍ଲୀ: କରୋନାର ବର୍ଦ୍ଧିତ ମାମଲାକୁ ଦୃଷ୍ଟିରେ ରଖି ଦେଶର ବିଭିନ୍ନ ସ୍ଥାନରେ ପୁଣି ଥରେ ଲକ୍ଡାଉନ୍ ଏବଂ ରାତ୍ରିକର୍ଫ୍ୟୁ ଭଳି କଟକଣା ଲାଗୁ କରାଯାଉଛି। ମହାରାଷ୍ଟ୍ର ଏହି ମାମଲାରେ ଶୀର୍ଷରେ ରହିଛି। ମହାରାଷ୍ଟ୍ରର ବିଭିନ୍ନ ଜିଲ୍ଳାରେ ଲକ୍ଡାଉନ ଭଳି ପରିସ୍ଥିତି ଉପୁଜିସାରିଲାଣି। ତେବେ ସୂଚନା ଅନୁଯାୟୀ ମାର୍ଚ୍ଚ ୨୬ ରୁ ଏପ୍ରିଲ ୪ ପର୍ଯ୍ୟନ୍ତ ମହାରାଷ୍ଟ୍ରର ବିଡ୍ ଜିଲ୍ଲାରେ ସମ୍ପୂର୍ଣ୍ଣ ଲକ୍ଡାଉନ୍ ଲାଗୁ କରାଯିବ।
BREAKING NEWS
- ବାଂଲାଦେଶକୁ ଧୋକା ଦେଲା ଚୀନ୍ : ଚାଇନା ନିର୍ମିତ ଟ୍ୟାଙ୍କ ବିସ୍ଫୋରଣରେ ୨ ଯବାନ ସହିଦ
- ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀଙ୍କ ଆହ୍ୱାନ
- ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ କରାଯାଇଥିବା ରିପୋର୍ଟକୁ ଖଣ୍ଡନ କଲା ECI
- ବଙ୍ଗରେ ତେଜୁଛି ‘ଆମିଷ’ ବିବାଦ: ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ ରାଜ୍ୟ ବିଜେପି ମୁଖ୍ୟଙ୍କ ନିଶାନା, କହିଲେ-‘ବଙ୍ଗାଳୀମାନେ ମାଛ ଓ ମାଂସ ଖାଇବେ’
- Red Fort blast:NIAର ଚାର୍ଜସିଟ୍ରେ ଚାଞ୍ଚଲ୍ୟକର ଖୁଲାସା;ଲାଲକିଲ୍ଲା ବିସ୍ଫୋରଣ ମାମଲାର ଏହି ୩ଟି ଦିଗ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ…
- MMDR ଆଇନ ଓଡ଼ିଶା ସ୍ୱାର୍ଥ ବିରୋଧୀ କହି ଗର୍ଜିଲା ବିଜେଡି, ବିଜେପି କହିଲା ବିଜେଡି ଭୟ ସୃଷ୍ଟି କରୁଛି
- ରୁଟ ସୃଷ୍ଟି କଲେ ନୂଆ ଇତିହାସ: ପଛରେ ପଡ଼ିଲେ ପଣ୍ଟିଂ, ୱ
- ଭୂତଳ ଚାମ୍ବରରୁ ଚାଲିଥିଲା କଫ୍ ସିରପ କାରବାର; ୮୧୩ ବୋତଲ ଜବତ, ମହିଳା ଗିରଫ
- ଓଡ଼ିଶାର ଆର୍ଥିକ ସ୍ୱାଧୀନତା ଉପରେ କୁଠାରଘାତ: ଏମଏମଡିଆର୍ ଆଇନ ବିରୋଧରେ ରାଜଭବନରେ ଫେରାଦ ହେଲା ବିଜେଡି
- ଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଅକ୍ଟୋବର ୧ ମଧ୍ୟରେ ବିଦ୍ୟାଭାରତୀଙ୍କୁ ତଳ କୋର୍ଟରେ ହାଜର ହେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

Comments are closed.