ଭୁବନେଶ୍ୱର: ସର୍ବଭାରତୀୟ ବ୍ୟବସାୟୀ ସଂଘର(CAIT) ଭାରତ ବନ୍ଦର ପ୍ରଭାବ ଭୁବନେଶ୍ୱରରେ ଦେଖିବାକୁ ମିଳିଛି । ବାଣିଜ୍ୟିକ ବନ୍ଦରେ ସାମିଲ ହୋଇଛି ସିଏଆଇଟିର ଓଡ଼ିଶା ଶାଖା । ସମର୍ଥନ କରିଛି ରାଜ୍ୟ ବ୍ୟବସାୟୀ ମହାସଂଘ । ବନ୍ଦ ରହିଛି ଦୋକାନ ବଜାର ଓ ବ୍ୟବସାୟିକ ପ୍ରତିଷ୍ଠାନ ।
ଭୁବନେଶ୍ୱର ରାଜରାସ୍ତାରେ କାଁ ଭାଁ ଗାଡ଼ିମୋଟର ଗଡୁଛି । ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନ ଛକ ପରିବେଶ ଖାଁ ଖାଁ ଲାଗୁଛି । ବନ୍ଦ ପାଳନକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ମୁତୟନ ଅଛନ୍ତି ୨୦ ପ୍ଲାଟୁନ୍ ଫୋର୍ସ । ବିଧାନସଭା ଏବଂ ଲୋକସେବା ଭବନ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।
BREAKING NEWS
- ପଦାର୍ପଣ ଡାଇମଣ୍ଡ ଲିଗରେ କମାଲ କରିବା ଲକ୍ଷ୍ୟରେ ଓଡିଶାର ଜାଭେଲିନ ଥ୍ରୋୟର କିଶୋର
- ପଦ୍ମ ଧରିଲେ ଭାରତର ସବୁଠାରୁ ଧନୀ ମହିଳା ସାବିତ୍ରୀ ଜିନ୍ଦଲ
- ଭାରତୀୟ ହକି ଦଳକୁ ‘ପ୍ୟାରିସ୍ ଅଲିମ୍ପିକ୍ସ ଶୁଭେଚ୍ଛା’ ଜଣାଇଲା ଓସ୍ଜା
- ଦିନିକିଆ ବିଶ୍ୱକପ କ୍ରିକେଟ ୨୦୨୭: ଚ୍ୟାଲେଂଜ ଲିଗ ପାଇଁ ଟିମ ଘୋଷଣା
- ବିଜେଡ଼ି ଟିକେଟ ଘୋଷଣା ପରେ ଜଗା ଦର୍ଶନ ସହ ଆଶୀର୍ବାଦ ନେଲେ ପ୍ରଣବ ପ୍ରକାଶ ଓ ସଞ୍ଜୟ ଦାସବର୍ମା
- ରୋହିତଙ୍କ ପାଖକୁ ଫେରିବ କି ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ଦାୟିତ୍ୱ
- ଏମାନଙ୍କର ଟିକେଟ୍ କାଟିଲା ବିଜେଡି ?
- ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ରେଭିନ୍ୟୁ ସୁପରଭାଇଜର ଓ ଅବସରପ୍ରାପ୍ତ ଅମୀନ ଗିରଫ
- ଶିବସେନାରେ ସାମିଲ ହେଲେ ଗୋବିନ୍ଦା; କହିଲେ, ‘ବନବାସ ସାରି ରାମ ରାଜ୍ୟକୁ ଫେରିଲି’
- ‘ମୁଁ ମୋ ନିଜ ବିପକ୍ଷରେ ପ୍ରତିଦ୍ୱନ୍ଦିତା କରୁଛି, ଆଉ କାହାକୁ ଗୁରୁତ୍ୱ ଦେଉନାହିଁ’