Latest Odisha News

BREAKING NEWS

ଲୋକସେବା ଭବନ ଘେରିବ କଂଗ୍ରେସ

ଭୁବନେଶ୍ୱର:ଲୋକସେବା ଭବନ ଘେରିବ ରାଜ୍ଯ କଂଗ୍ରେସ। ଶାସକ ଦଳର ଦୁର୍ନୀତି ବିରୋଧରେ ଗର୍ଜିିବ କଂଗ୍ରେସ । ରାଜ୍ୟରେ ପାଣି, ଖଣି, ବିଜୁଳି, ସ୍ୱାସ୍ଥ୍ୟ, ଶିକ୍ଷା କ୍ଷେତ୍ରରେ ଦୁର୍ନୀତି ହୋଇଛି ବୋଲି କଂଗ୍ରେସ ଦାବି କରିଛି । ଏଥିରେ ସାଧାରଣ ଲୋକଙ୍କୁ ସାମିଲ ହେବାକୁ ଆହ୍ୱାନ କରିଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ ।

କେବଳ ସେତିକି ନୁହେଁ ଏହା ସହିତ ରାଜ୍ୟରେ ଉତ୍କଟ ବେକାରୀ ସମସ୍ୟା ଓ ନାରୀ ନିର୍ଯାତନା ବୃଦ୍ଧି ହୋଇଛି । ଏହା ବିରୋଧରେ ପ୍ରତିବାଦ କରିବାକୁ ଯାଇ କଂଗ୍ରେସ ସରକାରଙ୍କ ବିରୋଧରେ ଲୋକସେବା ଭବନ ଘେରାଉ କରିବ । କଂଗ୍ରେସର ଏହି ଘେରାଉରେ ବହୁ ବରିଷ୍ଠ ନେତାଙ୍କ ସମେତ ପ୍ରଭାରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

Leave A Reply

Your email address will not be published.