ବାଲିପାଟଣା : ରାସ୍ତା ମଝିରେ ହଟହଟା ହେଲେ ସାଂସଦ ଅପରାଜିତା ଷଡଙ୍ଗୀ । ବାଲିପାଟଣା ଥାନା ସିରିପୁର ଛକ ନିକଟରେ ସାଂସଦ ଅପରାଜିତା ସଷଙ୍ଗୀଙ୍କ ଗାଡକୁ କଂଗ୍ରେସ କର୍ମୀ ମାନେ ଅଣ୍ଡାମାଡ କରିଛନ୍ତି ।ଏଥିସହ ସାଂସଦଙ୍କୁ କଳାପତାକା ପ୍ରଦର୍ଶନ କରିଥିଲେ କଂଗ୍ରେସ କର୍ମୀମାନେ । ବନମାଳିପୁରରେ ଏକ କାର୍ଯ୍ୟକ୍ରମକୁ ଯୋଗଦେବାକୁ ଯିବା ସମୟରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀଙ୍କ ଗାଡି ଆଗକୁ ଆସି ଛାତ୍ର କଂଗ୍ରେସର କର୍ମୀ ମାନେ ଅଣ୍ଡାମାଡ କରିଛନ୍ତି ।ପେଟ୍ରୋଲ ଡିଜେଲ ଏବଂ ଗ୍ୟାସ ଦର ବୃଦ୍ଧିକୁ ନେଇ ସାଂସଦ ଅପରାଜିତାଙ୍କୁ ଅଣ୍ଡାମାଡ କରାଯାଇଛି ବୋଲି ସୂଚନା ମିଳିଛି ।
BREAKING NEWS
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
- ଅବସର କେବେ ନେବେ କହିଲେ ସାମୀ
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
Comments are closed.