ବାଲେଶ୍ୱର : ପୁଣି ମନ୍ତ୍ରୀଙ୍କ ଗାଡିକୁ ଅଣ୍ଡା ମାଡ । ବାଲେଶ୍ୱରରେ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଏବଂ ରାଜସ୍ୱ ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କ ଗାଡି ଉପରକୁ ଅଣ୍ଡାମାଡ ହୋଇଛି । କଂଗ୍ରେସ କର୍ମୀମାନେ କଳା ପତାକା ଦେଖାଇବା ସହ ମନ୍ତ୍ରୀଙ୍କ ଗାଡିକୁ ଅଣ୍ଡାମାଡ କରିଥିବା ସୂଚନା ମିଳିିଛି । ମନ୍ତ୍ରୀ ମାନେ ବାଲେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ବିଜୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମରୁ ଫେରବା ବେଳେ ଅଣ୍ଡାମାଡର ଶିକାର ହୋଇଥିଲେ । ତେବେ ଅଣ୍ଡା ମାଡ କରିଥିବା ଯୁବକଙ୍କୁ ପୋଲିସ ଗିରଫ କରିଛି କି ନାହିଁ ସେନେଇ ସୂଚନା ମିଳିନାହିଁ ।
BREAKING NEWS
- ଗ୍ୟାଙ୍ଗଷ୍ଟାରରୁ ରାଜନେତା ପାଲଟିଥିବା ମୁଖତାର ଅନସାରୀର ମୃତ୍ୟୁ
- ବାପା, ମାଆ ସିଟରେ ଲଢ଼ିବେ ପୁଅ
- ମୁଜୀବ ଉର ରହେମାନଙ୍କ ସ୍ଥାନରେ ଏହି ୧୬ ବର୍ଷୀୟ ବୋଲରଙ୍କୁ ଦଳରେ ସାମିଲ କଲା କେକେଆର
- ଦୀପାଳି-ବର୍ଷା-ଅଳକା: କାହାକୁ ଟିକେଟ, କାହାର କଟିବ ?
- ପଦାର୍ପଣ ଡାଇମଣ୍ଡ ଲିଗରେ କମାଲ କରିବା ଲକ୍ଷ୍ୟରେ ଓଡିଶାର ଜାଭେଲିନ ଥ୍ରୋୟର କିଶୋର
- ପଦ୍ମ ଧରିଲେ ଭାରତର ସବୁଠାରୁ ଧନୀ ମହିଳା ସାବିତ୍ରୀ ଜିନ୍ଦଲ
- ଭାରତୀୟ ହକି ଦଳକୁ ‘ପ୍ୟାରିସ୍ ଅଲିମ୍ପିକ୍ସ ଶୁଭେଚ୍ଛା’ ଜଣାଇଲା ଓସ୍ଜା
- ଦିନିକିଆ ବିଶ୍ୱକପ କ୍ରିକେଟ ୨୦୨୭: ଚ୍ୟାଲେଂଜ ଲିଗ ପାଇଁ ଟିମ ଘୋଷଣା
- ବିଜେଡ଼ି ଟିକେଟ ଘୋଷଣା ପରେ ଜଗା ଦର୍ଶନ ସହ ଆଶୀର୍ବାଦ ନେଲେ ପ୍ରଣବ ପ୍ରକାଶ ଓ ସଞ୍ଜୟ ଦାସବର୍ମା
- ରୋହିତଙ୍କ ପାଖକୁ ଫେରିବ କି ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ଦାୟିତ୍ୱ