ସୁବର୍ଣ୍ଣପୁର : ଆସନ୍ତାକାଲି ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ବନ୍ଦ । ଚାଷୀଙ୍କ ଧାନ ବିକ୍ରିରେ ଟୋକନ ସମସ୍ୟାକୁ ନେଇ ଜିଲ୍ଲା କଂଗ୍ରେସ ପକ୍ଷରୁ ଦିଆଯାଇଛି ବନ୍ଦ ଡାକରା । ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ ଡାକରା ଡାକରା ଦିଆଯାଇଛି । ବିନିକା ତହସିଲ ଆଗରେ ଗତ ଦୁଇ ଦିନ ହେବ ଧାରଣା ଜାରି ରହିଥିଲେ ମଧ୍ୟ ଚାଷୀଙ୍କ ସମସ୍ୟାର ସମାଧାନ ହେଉନଥିବା କହିଛି କଂଗ୍ରେସ । ଯାହାକୁ ନେଇ ଏଭଳି ନିଷ୍ପତ୍ତି ନିଆଯାଇଛି । ବନ୍ଦରୁ ଜରୁରୀ ସେବାକୁ ବାଦ ଦିଆଯିବ । ଏହି ସମୟରେ ଦୋକାନ ବଜାର ସହ ସରକାରୀ କାର୍ଯ୍ୟାଳୟ ଓ ବେସରକାରୀ ସଂସ୍ଥା ସବୁ ବନ୍ଦ ରହିବ ବୋଲି ଜିଲ୍ଲା କଂଗ୍ରେସ ପକ୍ଷରୁ କୁହାଯାଇଛି ।
BREAKING NEWS
- ଯୁକ୍ତ ଦୁଇ ଖାତାଦେଖା ଆରମ୍ଭ
- ୧୬ ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ, ୩ ନିଶା ମାଫିଆ ଗିରଫ
- ଅସମ୍ଭାଳ ହେଲାଣି ଗରମ ଓ ଗୁଳୁଗୁଳି: କାଳବୈଶାଖୀ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ଔଷଧ ଉପରେ ୧୦୦ ପ୍ରତିଶତ ଶୁଳ୍କ
- India attends UK meet: ହୋର୍ମୁଜ୍ ପାଇଁ ୬୦ରୁ ଅଧିକ ଦେଶ ହେଲେ ଏକତ୍ରିତ:ଭାରତ କହିଲା – ଆମେ ନାବିକମାନଙ୍କୁ ହରାଇଛୁ, ଉତ୍ତେଜନା ହ୍ରାସ ପାଇଁ…
- Nandankanan:ସୃଷ୍ଟି ହେଲା ନୂତନ ରେକର୍ଡ…ନନ୍ଦନକାନନରୁ ୨୬.୩୧ କୋଟିର ରାଜସ୍ୱ ସଂଗ୍ରହ
- Organ Donation: ପ୍ରାଣ ହରେଇବା ପରେ ବି ଅମର ହେଲେ ଚାଷୀ;ପ୍ରଶାସନ ପକ୍ଷରୁ ‘ଗାର୍ଡ ଅଫ ଅନର’ ପ୍ରଦାନ…
- କୋହଲିଙ୍କ ପରେ ରୋହିତଙ୍କୁ ପଛରେ ପକାଇଲେ ପାକିସ୍ତାନର ଏହି ବ୍ୟାଟ୍ସମ୍ୟାନ
- ଧମାକା କଲା ‘ରାମାୟଣ’ର ଟିଜର; ଭାବପ୍ରବଣ ହେଲେ ନିର୍ଦ୍ଦେଶକ କହିଲେ, ୭ ବର୍ଷର କଠିନ ପରିଶ୍ରମ…
- Kharazi ‘gravely wounded’:ଆମେରିକା-ଇସ୍ରାଏଲ ଆକ୍ରମଣରେ ଇରାନର ସର୍ବୋଚ୍ଚ ପରାମର୍ଶଦାତା ଖରାଜି ଗୁରୁତର
Comments are closed.