ସୁବର୍ଣ୍ଣପୁର : ଆସନ୍ତାକାଲି ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ବନ୍ଦ । ଚାଷୀଙ୍କ ଧାନ ବିକ୍ରିରେ ଟୋକନ ସମସ୍ୟାକୁ ନେଇ ଜିଲ୍ଲା କଂଗ୍ରେସ ପକ୍ଷରୁ ଦିଆଯାଇଛି ବନ୍ଦ ଡାକରା । ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ ଡାକରା ଡାକରା ଦିଆଯାଇଛି । ବିନିକା ତହସିଲ ଆଗରେ ଗତ ଦୁଇ ଦିନ ହେବ ଧାରଣା ଜାରି ରହିଥିଲେ ମଧ୍ୟ ଚାଷୀଙ୍କ ସମସ୍ୟାର ସମାଧାନ ହେଉନଥିବା କହିଛି କଂଗ୍ରେସ । ଯାହାକୁ ନେଇ ଏଭଳି ନିଷ୍ପତ୍ତି ନିଆଯାଇଛି । ବନ୍ଦରୁ ଜରୁରୀ ସେବାକୁ ବାଦ ଦିଆଯିବ । ଏହି ସମୟରେ ଦୋକାନ ବଜାର ସହ ସରକାରୀ କାର୍ଯ୍ୟାଳୟ ଓ ବେସରକାରୀ ସଂସ୍ଥା ସବୁ ବନ୍ଦ ରହିବ ବୋଲି ଜିଲ୍ଲା କଂଗ୍ରେସ ପକ୍ଷରୁ କୁହାଯାଇଛି ।
BREAKING NEWS
- ଆସୁଛି ଆଉ ଏକ ଲଘୁଚାପ, ଜାଣନ୍ତୁ ଓଡ଼ିଶାରେ କି ପ୍ରଭାବ…
- କୋଟିଆ ଉପରେ ନିୟମିତ ନଜର ରଖିବେ ଜିଲ୍ଲାପାଳ ଓ SP
- ରାଜଧାନୀରେ ଦୁର୍ଗାପୂଜା ଭସାଣୀରେ ବାଜିବନି DJ
- ପୂର୍ବତନ କ୍ରିକେଟର ତଥା ସାଂସଦ ୟୁସୁଫ ପଠାଣଙ୍କୁ ଗୁଜୁରାଟ ସରକାରଙ୍କ ବଡ ଉପହାର
- ବିସ୍କୁଟରେ ମିଶୁଛି ଚୋକଡ, କ୍ଷୀରରେ ଡ଼ିଟରଜେଣ୍ଟ; ଏଫଏସଏସଏଆଇ ବଡ଼ କାର୍ଯ୍ୟାନୁଷ୍ଠାନ…
- ଭୁବନେଶ୍ୱର ବିମାନବନ୍ଦରରୁ ୩ କୋଟିର ଗଞ୍ଜେଇ ଜବତ, ୩ ଅଟକ…
- ଟାଇଗର ଶ୍ରଫ୍ଙ୍କୁ ଫାୟାରିଂ ପଛର ସତ୍ୟ ବାହାର କଲା ପୋଲିସ: ଚାକିରି ଓ ଟଙ୍କା ଲୋଭରେ କରାଯାଇଥିଲା ଆକ୍ରମଣ
- ଦେଶବାସୀଙ୍କୁ ମୋହନ ଭାଗବତଙ୍କ ସମ୍ୱୋଧନ: କହିଲେ, ଏକତା ଓ ପ୍ରଗତି ରାସ୍ତାରେ ଆମେ ଆଗକୁ ବଢ଼ିବା ଦରକାର
- ରେଲୱେ ଟ୍ରାକ ନିକଟରେ କୁମ୍ଭୀର, ଚିନ୍ତାରେ ଲୋକେ
- ଦଶହରା ଶୁଭେଚ୍ଛା: ରାଜ୍ୟବାସୀଙ୍କ ସୁଖ ଓ ସମୃଦ୍ଧି କାମନା କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

Comments are closed.