ଭୁବନେଶ୍ଵର: ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧି । ସ୍ବତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧି । ଭୁବନେଶ୍ବର ବିମାନବନ୍ଦରରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗରେ ସାଲେପୁର ଯାଉଛନ୍ତି ରାହୁଲ ଗାନ୍ଧି । ସତ୍ୟଭାମାପୁର ଯାଇ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ ରାହୁଲ । କଟକ ଜିଲ୍ଲାରେ ସାଲେପୁର ସ୍ଥିତ ସତ୍ୟଭାମାପୁର ଯିବେ ରାହୁଲ ଗାନ୍ଧି । ସତ୍ୟଭାମାପୁର ଯାଇ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ । ପରେ ସାଲେପୁର ଯାଇ କର୍ମୀ ସମାବେଶରେ ସାମିଲ ହେବେ ।
BREAKING NEWS
- ରୁଷିଆରେ ସେନା ବିମାନ ଦୁର୍ଘଟଣା: ୨୯ ମୃତ
- ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ, ସର୍ଚ୍ଚ ଅପରେସନ ଜାରି
- ଆଜିଠୁ ATMରୁ ଟଙ୍କା ଉଠାଣ ସୀମା ବଦଳିଲା, ନୂଆ ଆୟକର ଆଇନ ଲାଗୁ
- ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
- ଆଜି ଉତ୍କଳ ଦିବସ, ସ୍ୱତନ୍ତ୍ର ଓଡ଼ିଶା ଗଠନକୁ ପୂରିଲା ୯୦ ବର୍ଷ
- ଦୀର୍ଘ ସମୟ ଧରି ଚାଲିଲା ବିଧାନସଭା ଅଧିବେଶନ, ରାତି ଅଧରେ ହେଲା ବିଲ୍ ପାସ୍
- ବଙ୍ଗଳା ନିର୍ବାଚନରେ ବିଜେପି ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- କମର୍ସିଆଲ LPG ଦର ବଢ଼ାଇଲେ କେନ୍ଦ୍ର ସରକାର
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
Comments are closed.