Latest Odisha News

BREAKING NEWS

ଓଡିଶାରେ ରାହୁଲ ଗାନ୍ଧି, ସାଲେପୁରରେ କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ଵର: ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧି । ସ୍ବତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧି । ଭୁବନେଶ୍ବର ବିମାନବନ୍ଦରରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗରେ ସାଲେପୁର ଯାଉଛନ୍ତି ରାହୁଲ ଗାନ୍ଧି । ସତ୍ୟଭାମାପୁର ଯାଇ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ ରାହୁଲ । କଟକ ଜିଲ୍ଲାରେ ସାଲେପୁର ସ୍ଥିତ ସତ୍ୟଭାମାପୁର ଯିବେ ରାହୁଲ ଗାନ୍ଧି । ସତ୍ୟଭାମାପୁର ଯାଇ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ । ପରେ ସାଲେପୁର ଯାଇ କର୍ମୀ ସମାବେଶରେ ସାମିଲ ହେବେ ।

Leave A Reply

Your email address will not be published.