Latest Odisha News

BREAKING NEWS

[ଭିଡ଼ିଓ] ପିପିଲି ଗଣଦୁଷ୍କର୍ମ ମାମଲାରେ ବିଜେଡ଼ିକୁ କଂଗ୍ରେସର ଟାର୍ଗେଟ

ଭୁବନେଶ୍ୱର: ଥମୁନି ମମିତା ଝଡ଼ । ଏବେ ପୁଣି କଂଗ୍ରେସ ଦୋହରାଇବ ପିପିଲି ଗଣଦୁଷ୍କର୍ମ ମାମଲା । ଏହି ଗଣଦୁଷ୍କର୍ମ ମାମଲାରେ ବିଜେଡ଼ିକୁ ଟାର୍ଗେଟ କରାଯାଇଛି । ଏ ନେଇ ବିଧାନସଭାରେ ବିଜେଡ଼ିକୁ ଘେରିବାକୁ ପ୍ରସ୍ତୁତ ହେଉଛି କଂଗ୍ରେସ ।

ପିପିଲି ଗଣଦୁଷ୍କର୍ମର ତଦନ୍ତ କମିଶନରଙ୍କ ରିପୋର୍ଟ ଉପସ୍ଥାପନା ଏବଂ ତାକୁ ସାର୍ବଜନୀନ କରିବାକୁ ଦଳ ପକ୍ଷରୁ ଦାବି କରାଯାଇଛି । ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ମୁଖପାତ୍ର ନିଶିକାନ୍ତ ମିଶ୍ର ଏନେଇ ଅବଗତ କରାଇଛନ୍ତି ।

Leave A Reply

Your email address will not be published.